ବସିବ ରଥଯାତ୍ରା ପ୍ରସ୍ତୁତି ସମନ୍ବୟ ବୈଠକ, ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୮।୬: ମହାପ୍ରଭୁଙ୍କ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସ ଜରିଆରେ ସମୀକ୍ଷା କରିବେ। ପୁରୀରେ ପୌର ସଦନ ସମ୍ମିଳନୀ କକ୍ଷରେ ଅନ୍ୟ ସମସ୍ତ ବରିଷ୍ଠ ଅଫିସରମାନେ ରଥଯାତ୍ରା ପ୍ରସ୍ତୁତି ଏବଂ ଏହାର ଅଗ୍ରଗତି ସମ୍ପର୍କରେ ଜବାବ ରଖିବେ ବୋଲି ସୂଚନା ମିଳିଛି । ପ୍ରସ୍ତୁତି କମିଟିରର ସଦସ୍ୟମାନେ ମଧ୍ୟ ଏହି ବୈଠକରେ ଉପସ୍ଥିତ ରହିବେ। ସେହିପରି ବିଭିନ୍ନ ବିଭାଗର ଏକାଧିକ ମନ୍ତ୍ରୀ, ବିଧାୟକ, ବରିଷ୍ଠ ପ୍ରଶାସନିକ ଅଧିକାରୀ, ବରିଷ୍ଠ ପୋଲିସ ଅଧିକାରୀ ଏହି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri