୮ରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୩ା୭: ଆସନ୍ତା ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏନେଇ ୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୀକ୍ଷା କରିବେ। ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଆଇନ ବିଭାଗ, ଜିଲା ପ୍ରଶାସନ ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସାମିଲ ହେବେ। କୋଭିଡ୍‌ କଟକଣା ମଧ୍ୟରେ ରଥଯାତ୍ରା ଆୟୋଜନ ହେବା ନେଇ ଆଲୋଚନା ହେବ।

ଗତବର୍ଷ ରଥଯାତ୍ରା କୋଭିଡ୍‌ କଟକଣା ମଧ୍ୟରେ ଶେଷ ହୋଇଥିବା ବେଳେ ହୋଇଥିବାବେଳେ ଚଳିତବର୍ଷ ମଧ୍ୟ ଏପରି କଟକଣା ରଖିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ରଥକାମ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଗଲାଣି। କେବଳ ଅପେକ୍ଷା ମହାପ୍ରଭୁଙ୍କୁ।


Enter your email to get our daily news in your inbox.

All Right Reserved By Dharitri.Com

ରୁଚିକା ମାର୍କେଟ ଦୁର୍ଗାପୂଜା କମିଟି: ବଣ୍ଟାହେବ ୧୦ ହଜାର ଔଷଧୀୟ ଚାରା

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ସବୁଜିମାଭରା ସ୍ମାଟସିଟି ଭୁବନେଶ୍ୱରକୁ ଶ୍ରୀହୀନ କରି ଦେଇଥିଲା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’। ଏହି ସ୍ମାର୍ଟସିଟିକୁ ପୁନର୍ବାର ସବୁଜ ସୁନ୍ଦର କରିବା ପାଇଁ ଏବେ...

ଆସନ୍ତା ୨୩ରେ ନିର୍ବାଚନ ଫଳାଫଳ: ଏହା ପୂର୍ବରୁ ଭଙ୍ଗ ହେବ ରାଜ୍ୟ ବିଧାନସଭା, ଆଜି ବସିବ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ୨୦୧୯ ନିର୍ବାଚନ ଫଳାଫଳ ଆସିବାକୁ ଆଉ ଅଳ୍ପ ଦିନ ବାକି ରହିଥିବାବେଳେ ଶନିବାର ଔପଚାରିକ ଭାବେ ରାଜ୍ୟ ବିଧାନସଭା ଭଙ୍ଗ ହେବ। ଏଥିସହ ରାଜ୍ୟ...

ଜିଲାପାଳ କ୍ଷମତାପ୍ରାପ୍ତ ସରପଞ୍ଚଙ୍କୁ ପିଟିଲା ପୋଲିସ

କବିସୂର୍ଯ୍ୟନଗର,୨୪ା୭(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ମାତ୍ର ଜଣେ ସରପଞ୍ଚ ସଙ୍ଗରୋଧ କେନ୍ଦ୍ର ତଦାରଖ ସାରି ଫେରୁଥିବାବେଳେ ପୋଲିସ...

ଦାରିଙ୍ଗବାଡ଼ି ବିଡିଓଙ୍କୁ କରୋନା

ଦାରିଙ୍ଗବାଡ଼ି,୫।୮(ଡି.ଏନ୍‌.ଏ): କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଜିଲାର ବିଭିନ୍ନ ବ୍ଲକରେ ଏହି ସଂଖ୍ୟା ବୃଦ୍ଧି ପାଉଥିବା ବେଳେ...

ନିର୍ବାହୀ ଯନ୍ତ୍ରୀଙ୍କୁ ଦାବିପତ୍ର: ଇକୋ ପାର୍କ ଉନ୍ନତୀକରଣ କରାଯାଉ

ଅନୁଗୋଳ ଅଫିସ, ୨୧।୯ – ଅନୁଗୋଳ ସହରରେ ଥିବା ଇକୋ ପାର୍କରେ ଏବେ ବିଭିନ୍ନ ସମସ୍ୟା ଦେଖିବାକୁ ମିଳୁଛି। ଏପରି କି ପାର୍କରେ ଥିବା ଆସୁଷଙ୍ଗିକ...

ଆରମ୍ଭ ହେଲା ରଥ ଖୋଲା

ପୁରୀ ଅଫିସ,୨୯ା୭: ଚଳିତବର୍ଷ ୩ ରଥ ଭଙ୍ଗାଯିବ ନାହିଁ। ରଥଗୁଡ଼ିକୁ ସଂରକ୍ଷଣ କରି ରଖାଯିବ। ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ପରିସରରେ ଏହି...

ଲକ୍‌ଡାଉନ୍‌ ନିୟମରେ ସାମାନ୍ୟ ପରିବର୍ତ୍ତନ: କୃଷିକାର୍ଯ୍ୟ ପାଇଁ କୋହଳ, ଭୁବନେଶ୍ୱର ପାଇଁ ପରବର୍ତ୍ତି ସମୟରେ ଆସିବ ସ୍ବତନ୍ତ୍ର ନିୟମ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଆସନ୍ତା ୧୫ରୁ ଏପ୍ରିଲ ୩୦ ତାରିଖ ଯାଏ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିବ। ଏହି ସମୟରେ ପୂର୍ବ ଭଳି ଯାନବାହାନ, ଦୋକାନବଜାର...

ଗ୍ୟାସ୍‌ ଚୁଲାରୁ ନିଆଁ ଲାଗି ମହିଳା ଗୁରୁତର

ରାୟଗଡ଼ା ଅଫିସ,୨୩।୧: ରାୟଗଡ଼ା ଥେରୁବାଲି ଝୁପୁଡ଼ି ସାହିର ପରଦେଶୀ ନନ୍ଦଙ୍କ ସ୍ତ୍ରୀ ଲଳିତା ଲଳିତା ଗୁରୁବାର ସକାଳେ ରୋଷେଇ କରିବା ସମୟରେ ଗ୍ୟାସ ଚୁଲାର ପାଇପ...

Advertisement


Archives

Model This Week