ପୁରୁଷ ହକି ବିଶ୍ୱକପ୍‌ର ଲୋଗୋ ଉନ୍ମୋଚନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍‌ ଆସନ୍ତାବର୍ଷ ଭୁବନେଶ୍ୱର ଓ ରାଉରକେଲାରେ ଖେଳାଯିବ। ଏନେଇ କଳିଙ୍ଗ ହକି ଷ୍ଟାଡିୟମରେ ସଂଧ୍ୟାରେ ଏକ କାର୍ଯ୍ୟକ୍ରମ ରହିଛି । ଯେଉଁଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଲୋଗୋ ଉନ୍ମୋଚନ କରିବେ।
ପୁରୁଷ ହକି ବିଶ୍ୱକପ ଆସନ୍ତାବର୍ଷ ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାରେ ବର୍ତ୍ତମାନ ନିର୍ମିତ ହେଉଥିବା ବିର୍ସାମୁଣ୍ଡା ଆନ୍ତର୍ଜାତିକ ହକି ଷ୍ଟାଡିୟମରେ ଖେଳାଯିବ । ଓଡିଶାରେ ଦ୍ୱିତୀୟ ଥର ପାଇଁ ହକି ବିଶ୍ୱକପ୍‌ ଆୟୋଜିତ ହେଉଛି । ପୂର୍ବରୁ ୨୦୧୮ ମସିହାରେ ଓଡିଶାରେ ବିଶ୍ୱକପ ପୁରୁଷ ହକି ଟୁର୍ଣ୍ଣାମେଣ୍ଟ ଖେଳାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri