ଅନୁଗୋଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ,ବାଣ୍ଟିବେ ସ୍ମାର୍ଟ ହେଲ୍‌ଥ କାର୍ଡ

ଅନୁଗୋଳ ଅଫିସ,୧୯।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସିବେ । ମୁଖ୍ୟମନ୍ତ୍ରୀ ସକାଳ ୧୧ ଟାରେ ଅନୁଗୋଳ ଷ୍ଟାଡିୟମରେ ଥିବା ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରେ ଆୟୋଜିତ ସଭାରେ ଯୋଗ ଦେଇ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିବେ। ଏଥିସହ ଅନେକ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି । ଏ ନେଇ ଜିଲା ପ୍ରଶାସନ ଠାରୁ ଆରମ୍ଭ କରି ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି। ଏସପି ସୁରକ୍ଷା ଦାୟିତ୍ୱ ତଦାରଖ କରିଛନ୍ତି । ଏଥି ସହ ସୁରକ୍ଷା ଦାୟିତ୍ୱରେ ୩ ଅତିରିକ୍ତ ଏସପି, ୭ ଜଣ ଡିଏସପି, ୨୦ ଜଣ ଇନ୍ସପେକ୍ଟରଙ୍କ ସହ ଏଏସଆଇ ଓ ୨୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ।
ତେବେ କାର୍ଯ୍ୟକ୍ରମ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର

ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା...

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର...

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି...

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri