ଅନୁଗୋଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ,ବାଣ୍ଟିବେ ସ୍ମାର୍ଟ ହେଲ୍‌ଥ କାର୍ଡ

ଅନୁଗୋଳ ଅଫିସ,୧୯।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅନୁଗୋଳ ଜିଲା ଗସ୍ତରେ ଆସିବେ । ମୁଖ୍ୟମନ୍ତ୍ରୀ ସକାଳ ୧୧ ଟାରେ ଅନୁଗୋଳ ଷ୍ଟାଡିୟମରେ ଥିବା ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରେ ଆୟୋଜିତ ସଭାରେ ଯୋଗ ଦେଇ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିବେ। ଏଥିସହ ଅନେକ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି । ଏ ନେଇ ଜିଲା ପ୍ରଶାସନ ଠାରୁ ଆରମ୍ଭ କରି ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇଛି। ଏସପି ସୁରକ୍ଷା ଦାୟିତ୍ୱ ତଦାରଖ କରିଛନ୍ତି । ଏଥି ସହ ସୁରକ୍ଷା ଦାୟିତ୍ୱରେ ୩ ଅତିରିକ୍ତ ଏସପି, ୭ ଜଣ ଡିଏସପି, ୨୦ ଜଣ ଇନ୍ସପେକ୍ଟରଙ୍କ ସହ ଏଏସଆଇ ଓ ୨୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ।
ତେବେ କାର୍ଯ୍ୟକ୍ରମ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ପୁଣି ସୁସ୍ଥ ହେଲେ ୯ କରୋନା ଆକ୍ରାନ୍ତ

କୋରାପୁଟ,୧୮ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ଜିଲାରେ କରୋନା...

ରାଜ୍ୟରେ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ସବୁଦିନ ପରି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ...

ଅଗ୍ନିକାଣ୍ଡରେ ଜଳିଗଲା ୧୦ ବଖରା ଘର: ୧୦ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ

ବାସୁଦେବପୁର, ୨୨।୧(ଡି.ଏନ.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବଳିବିନ୍ଧା ଗ୍ରାମର ଚାରିଘରିଆ ସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୭ଟି ପରିବାରର ୧୦...

ଅଧିକାରୀଙ୍କୁ ଫାଇଦା ଚାଷୀଙ୍କ ଅଭିଯୋଗ

ଯାଜପୁର ଅଫିସ,୧୩ା୫: ଯାଜପୁର ଜିଲାର କେତେକ ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ)ରେ ଦୁର୍ନୀତି ଏବଂ ତାକୁ ଘଣ୍ଟ ଘୋଡାଇବାକୁ ଯାଇ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ...

ଏ ବର୍ଷ ବି ହେବନି ପ୍ରସିଦ୍ଧ ଚଡକ ମେଳା

ବାଲେଶ୍ୱର ଅଫିସ,୨୧।୩: ଚଳିତ ବର୍ଷ ବି ହେବନି ବାଲେଶ୍ୱରର ପ୍ରସିଦ୍ଧ ଚଡକ ମେଳା। କୋଭିଡ୍‌ କଟକଣା ପାଇଁ ଏଥର ଚଡକ ମେଳା ବନ୍ଦ କରିବାକୁ ନିଷ୍ପତ୍ତି...

ଦୁର୍ଘଟଣାରେ ସୁରଙ୍ଗି ଫରେଷ୍ଟର ମୃତ

ପାତ୍ରପୁର,୨୨ା୫(ଡି.ଏନ୍‌.ଏ.)- ଜରଡ଼ା ଥାନା ଅଧିନ ସୁରଙ୍ଗି ଫରେଷ୍ଟର୍‌ ଶିବ ବେହେରାଙ୍କର ଗୁରୁବାର ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ପଙ୍କାଳ ନିକଟ ନର୍ସରୀକୁ ଯାଇ ମଧ୍ୟାହ୍ନରେ ଫେରିବାବେଳେ...

ସପ୍ତାହନ୍ତ ଶଟ୍‌ଡାଉନ୍‌ ବେଳେ ଘଣ୍ଟାଏ କୋହଳ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଇବାରେ ଲାଗିଛି କରୋନା ସଂକ୍ରମଣ। ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି ସପ୍ତାହନ୍ତ ଶଟ୍‌ଡାଉନ୍‌। ଶନିବାର ଓ ରବିବାର ଦୁଇ ଦିନ...

ଡିବିରି ନିଆଁରେ ଜଳିଗଲେ କଲେଜ ଛାତ୍ରୀ

ବଣାଇଁ,୧୪।୧୨(ସ୍ବ.ପ୍ର. ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଧୀନ ଭାଲୁଡୁଙ୍ଗୁରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଡିବିରିରୁ ନିଆଁ ଲାଗିଯିବାରୁ ଯୁକ୍ତ ତିନି ପଢୁଥିବା...

Advertisement
Archives

Model This Week