ଶୁକ୍ରବାର ମୟୁରଭଞ୍ଜ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୧୧।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଜିଲା
ଗସ୍ତ କରିବେ। ପୂର୍ବାହ୍ନ ୧୧ଟାରେ ମୟୁରଭଞ୍ଜ ଜିଲା କରଞ୍ଜିଆଠାରେ ପହଞ୍ଚି ଦେଓ ପ୍ରକଳ୍ପର ଉଦ୍‌ଘାଟନ କରିବେ ବୋଲି ସୂଚନା ମିଳିଛି । ଏହା ପରେ  ରାସଗୋବିନ୍ଦପୁର ବ୍ଲକ ଟିକପଡାଠାରେ ସୁବର୍ଣ୍ଣରେଖା ପ୍ରକଳ୍ପ ଉଦ୍‌ଘାଟନ କରବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ପୋଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ ହେବ…

ଭୁବନେଶ୍ୱର,୧୦ା୧୨(ରବିନାରାୟଣ ଜେନା): ବିଧାୟକ, ମନ୍ତ୍ରୀ ଓ ବାଚସ୍ପତିଙ୍କ ଦରମା ବଢ଼ିବ । ଦରମା ବୃଦ୍ଧି ନେଇ ଦୀର୍ଘଦିନ ଧରି ହୋଇଆସୁଥିବା ଦାବି ସମ୍ପର୍କିତ ବିଲ୍‌ ମଙ୍ଗଳବାର...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri