ଗୁରୁବାର ରାଉରକେଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ ଅନୁଷ୍ଠିତ ହେବ। ଏଥିପାଇଁ ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମ ପ୍ରସ୍ତୁତ ହୋଇ ସାରିଲାଣି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଯାଇ ଏହି ଷ୍ଟାଡିୟମ୍‌ ଉଦ୍‌ଘାଟନ କରିବେ। ଏହାସହିତ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ମେଡିକାଲ କଲେଜ ଏବଂ ୧୧ ଶହ କୋଟି ଟଙ୍କାରୁ ଅଧିକ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?