ପ୍ରଦୀପ୍ତ ନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିରୋଧୀ ଦଳ ନେତା ତଥା ଭାଜପା ନେତା ପ୍ରଦୀପ୍ତ କୁମାର ନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି,
କୋଭିଡ୍‌ ସଂକ୍ରମିତ ଜଣାପଡ଼ିବା ପରେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେଲି। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ନାଁରେ ଠକେଇ, ଥାନାରେ ଅଭିଯୋଗ…

ବାସୁଦେବପୁର,୪ା୭(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ତଥା ବିରୋଧି ଦଳର ଉପନେତା ଅଶୋକ କୁମାର ଦାସଙ୍କ ଫୋନ ନମ୍ବରକୁ ସାଇବର ଠକ ହ୍ୟାକ କରି…

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…

ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ ଧକ୍କା; ଆରୋହୀ ଗୁରୁତର

ଆନନ୍ଦପୁର, ୪/୭ (ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି–ବିରିଡିହା ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା…

ଯିଏ ଜଗୁଥିଲେ ସିଏ ଖାଇଗଲେ: ହରିଣ ମାରି ମାଂସ ରାନ୍ଧି ଖାଉଥିଲେ ଧରାପଡ଼ିଲେ ବନ ଜଗୁଆଳି

ଅନୁଗୋଳ, ୪।୭: ବନ୍ୟପ୍ରାଣୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ବନ ଜଗୁଆଳିମାନେ ହିଁ ହରିଣ ଶିକାର କରି ତାହାର ମାଂସ ରାନ୍ଧି ଖାଉଥିବା ଘଟଣା ସାମ୍ନାକୁ ଆସିଛି। ଅନୁଗୋଳ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri