ରାଜ୍ୟବାସୀଙ୍କୁ ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୫: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀଭାଇମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ। ଚଳିତ ବର୍ଷ ଭଲ ଫସଲ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri