ଜଗନ୍ନାଥଙ୍କ ନିକଟରେ ସୁଖମୟ ଜୀବନ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ଟୁଇଟ୍‌ କରି ସେ ଲେଖିଛନ୍ତି, ମକର ସଂକ୍ରାନ୍ତିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ଆନନ୍ଦ ଉଲ୍ଲାସରେ ଏହି ପର୍ବକୁ ପାଳିବା ସହିତ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ସୁଖମୟ ଜୀବନ କାମନା କରୁଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ…

ଉପକୂଳ ଆଡ଼କୁ ମାଡିଆସୁଛି ଗଭୀର ଅବପାତ: IMDର ବଡ଼ ସୂଚନା, ଆଜି ରାତି ସୁଦ୍ଧା…

ଭୁବନେଶ୍ୱର,୨୩।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଡିପ ଡିପ୍ରେସନରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ ଏହି ପାଣିପାଗ ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?