ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରୋନା, ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ,୧୭।୧୦: ରାଜ୍ୟସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ କରୋନା (କୋଭିଡ୍‌-୧୯)ରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌କରି ଏମ୍‌ପି ଆଚାର୍ଯ୍ୟଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ସୂଚନା ଅନୁଯାୟୀ, ଏମ୍‌ପି ଆଚାର୍ଯ୍ୟ ବୁଧବାର ଦିଲ୍ଲୀରୁ ଭୁବନେଶ୍ବର ଫେରିଥିଲେ। ଗୁରୁବାର ସକାଳେ ସେ ବରଗଡ଼ସ୍ଥିତ ନିଜ ବାସଭବନକୁ ଯାଇଥିଲେ। ଅସୁସ୍ଥ ଅନୁଭବ କରିବାରୁ ଚିକିତ୍ସା ପାଇଁ ତାଙ୍କୁ ବରଗଡ଼ ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ତାଙ୍କର କୋଭିଡ୍‌୍‌ ଟେଷ୍ଟ କରାଯିବାରୁ ରିପୋର୍ଟ ପଜିଟିଭ ଆସିଥିଲା। ଏବେ ତାଙ୍କର ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି। ତେବେ ସନ୍ଧ୍ୟା ସୁଦ୍ଧା ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ଚିକିତ୍ସା ପାଇଁ ନିଆଯିବ ବୋଲି ତାଙ୍କ ପୁତୁରା ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଉଗଁ। ବ୍ଲକରେ ଜିଲାପାଳଙ୍କ ଜନଶୁଣାଣି ଶିବିର

ନାଉଗଁ।,୧୨ା୧୧(ସ୍ବ.ପ୍ର.): ନାଉଗଁା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସଂଗ୍ରାମକେଶରୀ ମହାପାତ୍ର ଯୋଗଦେଇ ଅଭିଯୋଗ...

ତଦନ୍ତ ରିପୋର୍ଟ ମିଳିବା ପରେ କାର୍ଯ୍ୟାନୁଷ୍ଠାନ: ଡିଏଫ୍‌ଓ

ଢେଙ୍କାନାଳ ଅଫିସ, ୨୬।୬ ଢେଙ୍କାନାଳ ସହର ଗଣେଶ ବଜାର ନିକଟ ଫରେଷ୍ଟ କଲୋନୀ ବୋମା ବିସ୍ଫୋରଣ ଘଟଣାରେ ଥାନାରେ ମାମଲା (ନଂ.୨୭୨/୨୦) ରୁଜୁ ହେବା ପରେ...

ହିନ୍ଦୁ ଦେବଦେବୀଙ୍କ ଫଟୋ ପୋଡ଼ିବା ଘଟଣା: ରାଷ୍ଟ୍ରୀୟ ସୁରକ୍ଷା ମଞ୍ଚ ପକ୍ଷରୁ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଦାବିପତ୍ର

ରାୟଗଡ଼ା ଅଫିସ, ୯।୧୦: ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ପାଞ୍ଚାଳୀ ଗ୍ରାମରେ ବିଭିନ୍ନ ହିନ୍ଦୁ ଦେବଦେବୀଙ୍କର ଫଟୋ ପୋଡିବା ସହ ଏହାକୁ ସୋସିଆଲ ମିଡିଆରେ...

ଉଦ୍‌ଘାଟନର ୯ ମାସ ବିତିଲା, ଜିଲା ସଂସ୍କୃତି ଭବନ କାର୍ଯ୍ୟକ୍ଷମ ହେଲାନି

ସୋନପୁର,୨୦।୫(ନି.ପ୍ର.)  ପ୍ରକଳ୍ପ ଉଦ୍‌ଘାଟନ ହୋଇଛି, କିନ୍ତୁ ତାଲା ଝୁଲୁଛି। ୯ମାସ ପରେ ବି କାର୍ଯ୍ୟକ୍ଷମ ହେଉନି। ସୁବର୍ଣ୍ଣପୁର ଜିଲା ସଦର ମହକୁମାରେ ଦେଢକୋଟିରୁ ଊର୍ଦ୍ଧ୍ୱ ଟଙ୍କା...

ବର୍ଷାଜଳ ଅମଳ ପ୍ରକଳ୍ପ ଦିଗହରା

କେନ୍ଦୁଝର,୨୬।୨(ସ୍ବ.ପ୍ର.): କୋଭିଡ୍‌ ମହାମାରୀ ୨୦୨୦ ସମୟରେ ସହରାଞ୍ଚଳ ପ୍ରବାସୀ ଶ୍ରମିକଙ୍କ ଜୀବିକା ସୁଯୋଗ ସୁନିଶ୍ଚିତ ପାଇଁ ରାଜ୍ୟ ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ...

ଓଏଏସ୍‌ ଅଫିସରଙ୍କ ଶ୍ୱଶୁର ଜେଲ ଗଲେ

ବାଲିଚନ୍ଦ୍ରପୁର,୨୪।୧୧(ସ୍ବ.ପ୍ର.): ଭୁବନେଶ୍ୱରରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଓଏଏସ୍‌ ଅଫିସର ପ୍ରମୋଦ ପୃଷ୍ଟିଙ୍କ ଶ୍ୱଶୁର ପ୍ରଫୁଲ୍ଲ ମହାପାତ୍ର (୮୪)ଙ୍କୁ ସୋମବାର ଯାଜପୁର ପୋଲିସ୍‌ ଗିରଫ କରି...

ମାଟି ଦୀପ ବେପାର ମାନ୍ଦା

ବାରିପଦା ଅଫିସ,୨୬ ।୨ କୌଳିକ ବୃତ୍ତିିକୁ ଆପଣାଇ ପରିବାର ଭରଣ ପୋଷଣ କରୁଥିବା କୁମ୍ଭକାର ପରିବାର ଏବେ ଚିନ୍ତାରେ। ଏହି କାରିଗରଙ୍କ ପ୍ରତି ସରକାରୀ ଅଧିକାରୀମାନେ...

ପାଇପ୍‌ରେ ଆସୁଛି ଦୂଷିତ ପାଣି କାର୍ଯ୍ୟାଳୟରେ ତାଲା ପକାଇ ପ୍ରତିବାଦ

ଢେଙ୍କାନାଳ ଅଫିସ,୨୬ ।୨-ଢେଙ୍କାନାଳ ପୌରାଞ୍ଚଳର ୫ନଂ. ୱାର୍ଡ ଅଧୀନ ଚାନ୍ଦମାରି ସାହିରେ ଶୁକ୍ରବାର ଦୂଷିତ ପାନୀୟ ଜଳଯୋଗାଣକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ଏହାର...

Advertisement
Archives

Model This Week