ରାଜ୍ୟପାଳଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ଟୁଇଟ୍‌ କରି ସୂଚନା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।


ମୁଖ୍ୟମନ୍ତ୍ରୀ ଟୁଇଟ୍‌ରେ ଲେଖିଛନ୍ତି, ‘ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜାଣି ମୁଁ ଚିନ୍ତିତ। ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛି। ଖୁବ୍‌ଶୀଘ୍ର ସେ ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ସ୍ଥାନୀୟ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ହୁତୁହୁତୁ ହୋଇ ଜଳିଗଲା ବସ୍‌। କଳାହାଣ୍ଡିରୁ ଯାତ୍ରୀ ନେଇ ଭୁବନେଶ୍ୱର ଆସିଥିବା ‘ଚକାଡ଼ୋଳା’ ବସ୍‌ରେ ବୁଧବାର ଅପରାହ୍ନରେ ନିଆଁ...

ଜଗନ୍ନାଥ ଅବତାରୀ, ରାମ ଅବତାର

ପୁରୀ ଅଫିସ, ୬।୮: ଅଯୋଧ୍ୟାରେ ବୁଧବାର ରାମମନ୍ଦିରର ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଛି। ଦେଶର ବିଭିନ୍ନ ସ୍ଥାନ ଭଳି ପୁରୀରେ ମଧ୍ୟ ଏହି ଉତ୍ସବକୁ ନେଇ...

ଲୁଣା ନଦୀପଥରେ ଆସିଲା ବୃହତ୍‌ ମେଶିନ

କେନ୍ଦ୍ରାପଡ଼ା ଅଫିସ, ୬ା୪: କେନ୍ଦ୍ରାପଡ଼ା ଜିଲା ଜଳପଥରେ ନୌପରିବହନ ଦୀର୍ଘଦିନ ପରେ ଦେଖିବାକୁ ମିଳିଛି। ଚାର୍ଟାର୍ଡ ଭେସେଲରେ କୌଣସି ଏକ କମ୍ପାନୀ ପାଇଁ ଆସିଥିବା ଏକ...

ଯୁବକ ଜୀବନ୍ତ ଜଳିଯିବା ଘଟଣା: ମୃତ୍ୟୁ ପାଇଁ ପ୍ରେମିକା ହିଁ ଦାୟୀ

ବାଲିକୁଦା,୧୦ା୧୦(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ଅଢ଼ଙ୍ଗା ଦେବଗ୍ରାମ ବିଦ୍ୟାଳୟର ଶିଡିଘର ଛାତରେ ଗତ ୫ ତାରିଖରେ ଜୀବନ୍ତ ଜଳିଯାଇ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିଚୟ...

ଦୋଛକିରେ ଶିକ୍ଷାନୁଷ୍ଠାନର ଫି’ ଆଦାୟ

ଭୁବନେଶ୍ୱର, ୨୪।୪(ବ୍ୟୁରୋ): କରୋନା ପାଇଁ ଏବେ ବନ୍ଦରହିଛି ରାଜ୍ୟର ସମସ୍ତ ସ୍କୁଲ୍‌, କଲେଜ ଓ ବିଶ୍ୱବିଦ୍ୟାଳୟ। କ୍ଳାସ୍‌ ହେଉନି କି ଛାତ୍ରୀଛାତ୍ର ଶିକ୍ଷାନୁଷ୍ଠାନ ଯାଉନାହାନ୍ତି। ଆସନ୍ତା...

ଖଣ୍ଡଗିରି ଯାତ୍ରାରେ ପୁଣି ଅଶ୍ଳୀଳ ନୃତ୍ୟ

ଭୁବନେଶ୍ୱର, ୮ା୨(ବ୍ୟୁରୋ): କଟକଣା ସତ୍ତ୍ୱେ ଚଳିତବର୍ଷ ଖଣ୍ଡଗିରି କୁମ୍ଭମେଳା ଯାତ୍ରା ମଞ୍ଚରେ ପୁଣି ପରିବେଷଣ ହୋଇଛି ଅଶ୍ଳୀଳ ନୃତ୍ୟ। ଏଭଳି ନୃତ୍ୟ ପ୍ରଦର୍ଶନକୁ ନେଇ ବିବାଦ...

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ରବିବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷି...

କୁମାରପୂର୍ଣ୍ଣିମାରେ ଅଘଟଣ : ନୂଆ ଡ୍ରେସ୍‌ ନ ମିଳିବାରୁ ନାବାଳିକାଙ୍କ ଆତ୍ମହତ୍ୟା

ବାଳକାଟୀ,୧୪ା୧୦(ଡି.ଏନ.ଏ) : କୁମାର ପୂର୍ଣ୍ଣିମାରେ ନୂଆ ଡ୍ରେସ୍‌ ନ ମିଳିବାରୁ ଜଣେ ନାବାଳିକା ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଅଭାବନୀୟ ଘଟଣା ରାଜଧାନୀ ଉପକଣ୍ଠ...

Advertisement
Archives

Model This Week