ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧(ବ୍ୟୁରୋ): ପବିତ୍ର ଇଂରାଜୀ ନବବର୍ଷ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇନ୍ତି। ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ ରାଜ୍ୟର ଦ୍ରୁତ ପ୍ରଗତି ଏବଂ ସମସ୍ତଙ୍କ ସୁଖମୟ ଜୀବନ କାମନା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପୀଡ଼ିତ ଛାତ୍ରୀଙ୍କ ଆଶା ସୋନୁ

କୋରୁକୋଣ୍ଡା,୨୨।୮(ଡି.ଏନ୍‌.ଏ.): ବନ୍ୟାରେ ଘରଦ୍ୱାର ହରାଇଥିବା ଜଣେ ଆଦିବାସୀ ଛାତ୍ରୀଙ୍କ ପାଇଁ ଆଶାର କିରଣ ପାଲଟିଛନ୍ତି ବଲିଉଡ ଅଭିନେତା ସୋନୁ ସୁଦ। ବହିପତ୍ର ନଷ୍ଟ ହୋଇଯାଇଥିବାରୁ ଛାତ୍ରୀ...

କୋଭିଡ୍‌ ଟେଷ୍ଟରେ ଓଡ଼ିଶା ଦେଶରେ ଦ୍ୱିତୀୟ

ଭୁବନେଶ୍ୱର,୨୨।୮(ବ୍ୟୁରୋ): କୋଭିଡ୍‌-୧୯ ଟେଷ୍ଟରେ ଓଡ଼ିଶା ସମଗ୍ର ଦେଶରେ ଦ୍ୱିତୀୟ ସ୍ଥାନ ହାସଲ କରିଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଦୈନିକ ପ୍ରତି ନିୟୁତ(୧୦ ଲକ୍ଷ)ରେ...

ରିପୋର୍ଟ ମାଗିଲେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ

କଟକ ଅଫିସ,୨୨।୮: କିଶନନଗର ତହସିଲ ରତିଲୋ ମୌଜାର ମହାନଦୀ ପଠାରେ ପଞ୍ଚମୁଖୀ ହନୁମାନ ମନ୍ଦିର ଓ ଅନ୍ୟ ନିର୍ମାଣ କାର୍ଯ୍ୟକୁ ବିରୋଧକରି ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ରେ...

୫୦ ସ୍ବାବ୍‌ ପରୀକ୍ଷା ପାଇଁ ପଠାଗଲା

ଖୋର୍ଦ୍ଧା ଅଫିସ,୧୪ା୪: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନକୁ ବାଦ୍‌ ଦେଇ ସୋମବାର ସୁଦ୍ଧା ୪୦୨ ଜଣଙ୍କ ସ୍ବାବ ନମୁନା ପରୀକ୍ଷା ଲାଗି ଭୁବନେଶ୍ୱର ପଠାଯାଇଛି।...

ଶ୍ରୀମନ୍ଦିର ହୁଣ୍ଡିରୁ ୪୬୭ ଟଙ୍କା

ପୁରୀ ଅଫିସ,୨୪।୩: କରୋନା ସଂକ୍ରମଣକୁ ରୋକିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲଗାଯାଇଛି। ଗତ ୨୦ ତାରିଖରୁ ଶ୍ରୀମନ୍ଦିର ବନ୍ଦ ରହିଥିବାବେଳେୁ ପ୍ରତିଦିନ...

ଭରୁନି ତିତ୍‌ଲି କ୍ଷତ :ଏବେ ବି ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

ପାରଳାଖେମୁଣ୍ଡି,୭।୧(ସ୍ବ.ପ୍ର.) – ତିତ୍‌ଲି ବାତ୍ୟା ଯିବାର ବର୍ଷେ ପୁରିଲାଣି। ହେଲେ ଏବେ ବି ଅନେକ କ୍ଷତିଗ୍ରସ୍ତ ପରିବାର ଅସହାୟ ଅବସ୍ଥାରେ ଦିନ କାଟୁଛନ୍ତି। ଭୟଙ୍କର ବାତ୍ୟା...

ବଢ଼ିଲା ଜବତ ଟଙ୍କା, ସମ୍ପତ୍ତି ତାଲିକା

କଟକ ଅଫିସ,୧୩।୧୦: ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ି ଗିରଫ ହୋଇଥିବା ୩ଜଣ ପ୍ରଥମ ଶ୍ରେଣୀ ଅଧିକାରୀଙ୍କଠାରୁ ଦିନକୁ ଦିନ ଅଧିକ ତଥ୍ୟ ମିଳିବାରେ ଲାଗିଛି। ସେମାନଙ୍କୁ...

ରାସ୍ତାରେ ଓଲଟିଲା ଆଳୁ ବୋଝେଇ ଟ୍ରକ୍‌, ବୋହି ନେଇଗଲେ ଲୋକେ

ଛତିଆ,୭ା୯(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ୧୬ ନଂ. ଜାତୀୟ ରାଜପଥର ଛତିଆ ହନୁମାନ ଢାବା ନିକଟରେ ମଙ୍ଗଳବାର ସକାଳେ ଏକ ଆଳୁ ବୋଝେଇ...

Advertisement


Archives

Model This Week