ରାଜ୍ୟବାସୀଙ୍କୁ ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୪(ବ୍ୟୁରୋ): ଆଜି ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ୮୫ ବର୍ଷରେ ପାଦ ଥାପିଛି। ମାତ୍ର ଓ ମାଟି ମା’ର ଏହି ଜନ୍ମ ଦିବସ କରୋନା ମହାମାରୀ ପାଇଁ ଫିକା ପଡିଯାଇଛି। ରାଜ୍ୟ ସରକାର କୋଭିଡ କଟକଣା ଭିତରେ ଉତ୍କଳ ଦିବସ ପାଳନ କରିବାକୁ ମାର୍ଗଦର୍ଶିକା ଜାରି କରିଛନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟୁଇଟ୍‌ କରି କହିଛନ୍ତି, ଓଡ଼ିଶା ଦିବସର ଆନ୍ତରିକ ଶୁଭେଚ୍ଛା। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କ ପ୍ରତି ମୋର ସମ୍ମାନ ଜଣାଉଛି। ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ସୱତନ୍ତ୍ର ପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ଆସନ୍ତୁ ସଂକଳ୍ପବଦ୍ଧ ହେବା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri