ଜୟପୁରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ଜୟପୁରରୁ- ଭୁବନେଶ୍ବର…

ଭୁବନେଶ୍ୱର,୯।୮: କୋରାପୁଟ ଜିଲା ଜୟପୁରରେ ସୁଭଦ୍ରା’ ୩ୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ଉଦ୍‌ବୋଧନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଜୟପୁରରୁ- ଭୁବନେଶ୍ବର ବନ୍ଦେ ଭାରତ ଚାଲିବ।
ଜୟପୁରରୁ ଭୁବନେଶ୍ବର ‘ବନ୍ଦେ ଭାରତ’ ଚଳାଇବା ପାଇଁ ଦାବି ଆସିଛି। ସ୍ଥାନୀୟ ବିଧାୟକ ତାରା ବାବୁ ଏନେଇ ଦାବି ରଖିଛନ୍ତି  ବୋଲି ସେ କହିଛନ୍ତି। ଅନ୍ୟପକ୍ଷେ ପ୍ରଧାନମନ୍ତ୍ରୀ, ରେଳ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ ପାଇଁ କହିଛନ୍ତି।

Share