ସଡ଼କ ସୁରକ୍ଷା ନିୟମ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ସୋମବାରଠାରୁ ଦେଶରେ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି। ଏହା ଜାନୁୟାରୀ ୧୮ରୁ ଫେବୃୟାରୀ ୧୭ ତାରିଖ ଯାଏ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି କହିଛନ୍ତି ଯେ ବେପରୁଆ ଗାଡ଼ିିଚାଳନା ଏବଂ ସଡ଼କକୁ ଅସୁରକ୍ଷିତ ଭାବେ ବ୍ୟବହାର ଦ୍ୱାରା ଦୁର୍ଘଟଣା ବଢୁଛି। ଆମର ଓ ଅନ୍ୟମାନଙ୍କର ଜୀବନ ବିପନ୍ନ ହେଉଛି। ମୂଲ୍ୟବାନ ଜୀବନ ବଞ୍ଚାଇବାକୁ ପ୍ରତ୍ୟେକ ବ୍ୟକ୍ତି ସଡ଼କ ସୁରକ୍ଷା ନିୟମକୁ ସହୃଦୟତାର ସହ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଘଣ୍ଟା ଫସିଲେ କଳାହାଣ୍ଡିର କଳାକାର

ଭବାନୀପାଟଣା,୨୮।୧: ନୂଆଦିଲ୍ଲୀଠାରେ ୨୬ ତାରିଖରେ କୃଷକ ସଂଗଠନ ପକ୍ଷରୁ ଟ୍ରାକ୍ଟର ରାଲି ବେଳେ ବ୍ୟାପକ ହିଂସା ଏବଂ ଭଙ୍ଗାରୁଜା ଯୋଗୁ ରାସ୍ତାରେ ୫ ଘଣ୍ଟା ଫସି...

ଆଜି ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’

ଭୁବନେଶ୍ୱର,୯।୧୨(ବ୍ୟୁରୋ):ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ ଶୁକ୍ରବାରଠାରୁ ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ଅନୁଷ୍ଠିତ ହେବ। ୧୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଆଜି ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ: ସୁରକ୍ଷା ଦେଇପାରୁନି ବନ ବିଭାଗ

ଅସମାପିକା ସାହୁ ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବିଶ୍ୱବ୍ୟାପୀ ଲୋକଙ୍କ ମଧ୍ୟରେ ବାଘ ସଂରକ୍ଷଣ ପାଇଁ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଜୁଲାଇ ୨୯ତାରିଖରେ ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ...

୨୨ବର୍ଷର ଲୁଚକାଳି ଶେଷ

ଭୁବନେଶ୍ୱର(ବ୍ୟୁରୋ)/ କଟକ ଅଫିସ୍‌,୨୩।୨(ବ୍ୟୁରୋ):  ଶେଷ ହୋଇଛି ୨୨ବର୍ଷର ଲୁଚକାଳି ଖେଳ। ୧୯୯୯ ଜାନୁୟାରୀ ୯ତାରିଖ ରାତିରେ ଅଞ୍ଜନା ମିଶ୍ରଙ୍କୁ ଗଣବଳାତ୍କାର କରି ଫେରାର ଥିବା ମୁଖ୍ୟ...

୧୩ରେ ପେନ୍‌ସନ୍‌, ଜିପିଏଫ୍‌ ଅଭିଯୋଗ ଶୁଣାଣି ହେବ

ଭୁବନେଶ୍ୱର,୧୨।୧(ବ୍ୟୁରୋ): କରୋନା ସମୟରେ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ ଯୋଗୁ ରାଜ୍ୟ ସରକାରଙ୍କ ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନେ ସେମାନଙ୍କର ପେନ୍‌ସନ୍‌ ଓ ଭବିଷ୍ୟନିଧି ପାଣ୍ଠି(ଜିପିଏଫ୍‌) ପ୍ରାପ୍ୟ ଠିକ୍‌...

ଭୁବନେଶ୍ୱରରୁ ଆଜି ପୁଣି ୫୨ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ରାତି ପାହିଲେ ଆସିବ ନିର୍ବାଚନ ଫଳ: କିଏ ମାରିବ ବାଜି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାତି ପାହିଲେ ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ।...

ରଥଯାତ୍ରାରେ ସେବା କାର୍ଯ୍ୟ: ପୁରୀରେ ପହଞ୍ଚିଲା ଜୀବନଜ୍ୟୋତି ସଙ୍ଗଠନ

ତିହିଡି,୩।୭(ଡି.ଏନ୍‌.ଏ.): ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସେବାକାର୍ଯ୍ୟ ପାଇଁ ଜୀବନଜ୍ୟୋତି ସଙ୍ଗଠନର କର୍ମକର୍ତ୍ତାମାନେ ବୁଧବାର ସକାଳେ ପୁରୀରେ ପହଞ୍ଚିଛନ୍ତି। ଭଦ୍ରକ ଜିଲା ତିହିଡି ବ୍ଲକ ମୁକୁନ୍ଦପୁର ପଞ୍ଚାୟତ ଅଧୀନ...

Advertisement
Archives

Model This Week