ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର,୧୭।୩(ଅସମାପିକା ସାହୁ): ଆଗାମୀ ଲୋକ ସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ରବିବାର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri