ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ଦେହାନ୍ତର ୧୧ ଦିନରେ ତାଙ୍କ ପୁଅ ତଥା ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ ହୋଇଛି। ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ଏମ୍ସ ସୁପରିଟେଣ୍ଡେଣ୍ଟ୍‌ ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି । ପ୍ରଶାନ୍ତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତିି, ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, ପ୍ରଶାନ୍ତ ପୂର୍ବତନ ରଣଜୀ ଖେଳାଳି ତଥା ବିସିସିଆଇର ମ୍ୟାଚ ରେଫରୀ ଥିଲେ। ଓଡ଼ିଶା ପାଇଁ ଅନେକ ରଣଜୀ ମ୍ୟାଚ୍‌ ଖେଳି ସେ ସୁନାମ ଅର୍ଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..

ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri