ଡିସେମ୍ବର ୨୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ବନ୍ଦ

ଭୁବନେଶ୍ୱର,୨୦।୧୨: ଆଗାମୀ ଡିସେମ୍ବର ୨୩ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?