ରଥଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର,୮।୭: ୩ ଦିନ ପରେ ରଥଯାତ୍ରା। ଚଳିତ ବର୍ଷ ମହାପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଭର୍ଚୁଆଲ ମାଧ୍ୟମରେ ଏକ ସମୀକ୍ଷା ବୈଠକ ବସିଥିଲା। ବୈଠକରେ ମହାପ୍ରଭୁଙ୍କ ସୂଚାରୁ ରୂପେ ନୀତିକାନ୍ତି ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି।

ଗତବର୍ଷ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଭକ୍ତଙ୍କୁ ଘରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ପୁରୀବାସୀଙ୍କ ସହ ସେବାୟତଙ୍କ ସହଯୋଗ କାମନା କରିଛନ୍ତି ।

ବୈଠକରେ ଆଇନ ମନ୍ତ୍ରୀ ପ୍ରତାପ ଜେନା, ଗଣଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସମେତ ପୋଲିସ ଡିଜି ଅଭୟ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲାପାଳ ସମର୍ଥ ବର୍ମା ଓ ଏସ୍‌ପି କନୱର ସିଂହ ପ୍ରମୁଖ ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri