୨୦ରେ ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି, ୧୭।୮ (ଡି.ଏନ୍‌.ଏ.): ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲା ଗସ୍ତରେ ଆସିବେ। ଏନେଇ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହାପୂର୍ବରୁ ୧୮ ଓ ୧୯ ରେ ୮ ଜଣ ମନ୍ତ୍ରୀ ମାଲକାନଗିରି ଗସ୍ତରେ ଆସି ସ୍ଥିତି ସମୀକ୍ଷା କରିବା ସହ ବିଜେଡିର ସାଙ୍ଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ୧୦ ଜଣ ନିଗମ ଅଧ୍ୟକ୍ଷ ମଧ୍ୟ ଏଥିରେ ସାମିଲ ହେବେ। କାର୍ଯ୍ୟକ୍ରମ ପାଇଁ ମାଲକାନଗିରି ବ୍ଲକ ଦାୟିତ୍ୱରେ ମନ୍ତ୍ରୀ ସମୀର ରଞ୍ଜନ ଦାସ, ମାଲକାନଗିରି ପୌର ପରିଷଦ ପାଇଁ ମନ୍ତ୍ରୀ ପଦ୍ମନାଭ ବେହେରା, ବାଲିମେଳା ଏନଏସି ନିମନ୍ତେ ଅଭିନେତା କୁନା ତ୍ରିପାଠୀ, କୋରୁକୋଣ୍ଡା ପାଇଁ ପଦ୍ମିନୀ ଦିୟାନ, ମାଥିଲି ପାଇଁ ମନ୍ତ୍ରୀ ଅରୁଣ ସାହୁ, ପଡିଆ ବ୍ଲକ ପାଇଁ ମନ୍ତ୍ରୀ ନବ କିଶୋର ଦାସ, କାଲିମେଳା ଲାଗି ମନ୍ତ୍ରୀ ଜଗନ୍ନାଥ ସାରକା, ଚିତ୍ରକୋଣ୍ଡା ବ୍ଲକ ପାଇଁ ତୁଷାରକାନ୍ତୀ ବେହେରା, ଖଇରପୁଟ ବ୍ଲକ ଦାୟିତ୍ୱରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର, ୧୮।୬(ବ୍ୟୁରୋ): ବୁଧବାର ଓଜେଇଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍‌ ପରୀକ୍ଷା ଫଳ ପ୍ରକାଶ କରାଯିବ। ସଚିବାଳୟର ବିଭାଗୀୟ କାର୍ଯ୍ୟାଳୟରେ...

୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ନଷ୍ଟ କଲା ପୋଲିସ

କାଲିମେଳା,୩।୧୨(ଡି.ଏନ.ଏ): ମାଲକାନଗିରି ଜିଲା କାଲିମେଳା ପୋଲିସ ଏବଂ ପୋଟେରୁ ପୋଲିସର ମିଳିତ ଉଦ୍ୟମ ରେ ଚଉ କରି କାଲିମେଳା ଥାନା ଅଞ୍ଚଳରେ ବେଆଇନ ଭାବେ ଚାଷ...

କଟକ ସହରରୁ ୯୨ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୦।୧୦-କଟକ ସହରରୁ ଶନିବାର ମୋଟ ୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୫୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୦...

ରାଜ୍ୟରେ ସୁସ୍ଥ ହେଲେ ୨୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୧: ରାଜ୍ୟରେ ମଙ୍ଗଳବାର ୧୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୁଳ ଜିଲରୁ ଆରୋଗ୍ୟ ଲାଭ କରିଛନ୍ତି ସର୍ବାଧିକ ୩୪ ଜଣ। ସୁନ୍ଦରଗଡ଼ରୁ ୨୬, ସମ୍ବଲପୁରରୁ...

ରାଜ୍ୟର ଅଧା ଜିଲା ମାଓବାଦୀ ପ୍ରଭାବିତ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟର ଅଧା ଜିଲା ମାଓବାଦୀ କାର୍ଯ୍ୟକଳାପ ଦ୍ୱାରା ପ୍ରଭାବିତ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଶ୍ରେଣୀ ବିଭାଗ ଅନୁଯାୟୀ କୋରାପୁଟ ଏବଂ ମାଲକାନଗିରି ଅତ୍ୟନ୍ତ ବାମପନ୍ଥୀ ଉଗ୍ରବାଦ...

୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ତହସିଲଦାର

ଢେଙ୍କାନାଳ ଅଫିସ, ୧୯।୧: ଢେଙ୍କାନାଳ ସଦର ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲକ୍ଷ୍ମଣ ମାଙ୍କଡ଼ା ପଥର...

ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଘେରିଲେ ନିର୍ମାଣ ଶ୍ରମିକ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ନିର୍ମାଣ ଶ୍ରମିକଙ୍କ ପାଇଁ ଉଦ୍ଦିଷ୍ଟ ସହାୟତା କଲ୍ୟାଣ ବୋର୍ଡର ପ୍ରତ୍ୟାହାର ନିଷ୍ପତ୍ତି ବିରୋଧରେ ଶୁକ୍ରବାର ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଘେରାଉ ହୋଇଛି। ନିର୍ମାଣ...

କମିଶନରେଟ୍‌ ପୋଲିସରେ ହେବ ସ୍ପେଶାଲ କ୍ରାଇମ୍‌ ୟୁନିଟ୍‌

ଭୁବନେଶ୍ୱର,୨୫-୯(ବ୍ୟୁରୋ):ଡ୍ରଗ୍ସ ମାଫିଆ, ଜମି ମାଫିଆ, ବନ୍ଧୁକ ବେପାରୀ ଓ ସଂଗଠିତ ଅପରାଧୀ ସାବାଡ଼ ହେବେ। ବଡ଼ ଅପରାଧ ରୋକିବା ପାଇଁ କ୍ରାଇମବ୍ରାଞ୍ଚ ଭଳି କମିଶନରେଟ ପୋଲିସରେ...

Advertisement


Archives

Model This Week