Posted inଜାତୀୟ

ଭୋ ଭୋ ହୋଇ କାନ୍ଦିଲେ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ: କହିଲେ, ମୁଁ ଯେଉଁ ଯନ୍ତ୍ରଣା ସହିଛି, ତାହାର ପ୍ରତିଶୋଧ…

ରାଞ୍ଚି,୯।୯: ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ମୁର୍ମୁ ସୋରେନ ପୁଣି ଥରେ କାର୍ଯ୍ୟକର୍ତ୍ତାଙ୍କ ସାମ୍ନାରେ ଭୋ ଭୋ ହୋଇ କାନ୍ଦିଛନ୍ତି। କାର୍ଯ୍ୟକର୍ତ୍ତାମାନଙ୍କ ଉତ୍ସାହ ଏବଂ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସେମାନଙ୍କର ନିଷ୍ଠା ଦେଖିବା ପରେ କଳ୍ପନା ଭାବପ୍ରବଣ ହୋଇପଡିଛନ୍ତି। ସେ କେନ୍ଦ୍ର ସରକାର ତଥା ଭାଜପା ଉପରେ ଆକ୍ରମଣ କରିଥିଲେ। କଳ୍ପନା କହିଛନ୍ତି, ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ହେବା ପରଠାରୁ କେନ୍ଦ୍ରରେ ଭାଜପା ସରକାର ତାଙ୍କ ପଛରେ ପଡିଯାଇଛନ୍ତି।
ଗିରିଡିହ ନଗର ଭବନରେ ଆୟୋଜିତ ୟୁବ ମୋର୍ଚ୍ଚାର କନଫରେନ୍ସ କମ ଟ୍ରେନିଂ କ୍ୟାମ୍ପରେ ଜେଏମଏମ ବିଧାୟକ କଳ୍ପନା କହିଛନ୍ତି,କେନ୍ଦ୍ର ସରକାର ସବୁବେଳେ ହେମନ୍ତ ସୋରେନଙ୍କ ସରକାରକୁ ହଟାଇବାକୁ ଚେଷ୍ଟା କରୁଛନ୍ତି। ସେ ଏଥିରେ ସଫଳ ହୋଇ ନ ପାରିବାରୁ ଷଡଯନ୍ତ୍ର ରଚି ତାଙ୍କୁ ଜେଲକୁ ପଠାଇଥିଲେ। ହେମନ୍ତ ପାଞ୍ଚ ମାସ ଜେଲରେ ରହିଥିଲେ। ଏହି ପାଞ୍ଚ ମାସ ମଧ୍ୟରେ ମୁଁ ଯାହା ସହିଛି ତା’ଠାରୁ ତୁମେମାନେ ଅଧିକ ଯନ୍ତ୍ରଣା ଭୋଗିଛ। ବର୍ତ୍ତମାନ ଏହି ଯନ୍ତ୍ରଣା ପାଇଁ ପ୍ରତିଶୋଧ ନେବାର ସମୟ ଆସିଛ। ସେମାନଙ୍କୁ (ଭାଜପା) ଝାଡଖଣ୍ଡରୁ ବିଦା କରିବାର ସମୟ ଆସିଛି।
ସୂଚନାଯୋଗ୍ୟ, ହେମନ୍ତ ସୋରେନଙ୍କୁ ଜାନୁଆରୀରେ ଗିରଫ କରାଯାଇଥିଲା ଏବଂ ସେ ଜୁନରେ ଜାମିନ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri