Posted inରାଜ୍ୟ

ଆଦର୍ଶ ଆଚରଣ ବିଧି ପାଳନର ତଦାରଖ କରିବା ପାଇଁ ମୁଖ୍ୟ ଶାସନ ସଚିବ ଗଠନ କଲେ କମିଟି

ଭୁବନେଶ୍ୱର,୨୨ା୩: ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କର ବିଭିନ୍ନ ବିଭାଗରେ ଆଦର୍ଶ ଆଚରଣ ବିଧି କିପରି ଠିକ୍‌‌ ଭାବେ ପାଳନ ହେବ ସେ ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଯାଞ୍ଚ କମିଟି ଗଠନ ହୋଇଛି । ଏଥିରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଏବଂ ସଚିବମାନେ ସଦସ୍ୟ ଅଛନ୍ତି ।

କମିଟି ପ୍ରତ୍ୟେକ ବିଭାଗକୁ ଆସୁଥିବା ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୁଡ଼ିକ ଯାଞ୍ଚ କରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅନୁମତି ନିମନ୍ତେ ପଠାଇବ ।

ନବରଙ୍ଗପୁର ଜିଲ୍ଲାରେ ଅବାଧ, ନିରପେକ୍ଷ ଭାବେ ସାଧାରଣ ନିର୍ବାଚନ କରିବା ପାଇଁ ଜିଲ୍ଲା ପ୍ରଶାସନ ଏବଂ ଅବକାରୀ ବିଭାଗର ଏକ ବୈଠକ ହୋଇଯାଇଛି । ନିର୍ବାଚନକୁ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ କରିବା ସହିତ ଆଚରଣବିଧି, କଳାଧନ, ମାଦକଦ୍ରବ୍ୟର ଚୋଳା ଚାଲାଣକୁ ନଜରରେ ରଖିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri