Posted inଫୁରସତ

କାର୍ଟୁନ ଦେଖି ସୁପରହିରୋ ପାଲଟିଲେ ଏହି ଶିଶୁ, ଟିଭିର ଅବସ୍ଥା କଲେ ଏମିତି; ଭିଡିଓ ଦେଖିଲେ…

ଟିଭିରେ ନିଜ ମନପସନ୍ଦର କାର୍ଟୁନ ଦେଖିବାକୁ ଅନେକ ଶିଶୁ ଭଲପାଆନ୍ତି। କେବେ କେବେ କାର୍ଟୁନ କ୍ୟାରେକ୍ଟରକୁ ନକଲ କରନ୍ତି ତ ଆଉ କେବେ ଆକ୍ସନ ଜରିଆରେ ପରିବାର ଲୋକଙ୍କ ମନୋରଞ୍ଜନ କରନ୍ତି। ଏହି ନକଲ କରିବା ବେଳେବେଳେ ମାତାପିତାଙ୍କୁ ମହଙ୍ଗା ପଡ଼ିଥାଏ। ଏମିତି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଭାଇରାଲ ହୋଇଥିବା ଭିଡିଓରେ ଜଣେ ଶିଶୁ ଏକ କାର୍ଟୁନ କ୍ୟାରେକ୍ଟରଙ୍କୁ ନକଲ କରୁଥିବାର ନଜର ଆସିଛି। ମାତ୍ର ଶିଶୁଟି ଟିଭି ଦେଖୁଦେଖୁ ଏମିତି କିଛି କଲା ଯାହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଭିଡିଓଟି ଚାଇନାର। ଯେଉଁଥିରେ ଶିଶୁଟି ହଠାତ୍‌ କୌଣସି ଏକ ସୁପରହିରୋଙ୍କ ନକଲ କରୁଥିଲା। ଏହା ମଧ୍ୟରେ ପାଖରେ ପଡ଼ିଥିବା ଏକ ଜିନିଷ ଉଠାଇ ଟିଭି ଉପରକୁ ଫିଙ୍ଗିଦେଲା। ଫଳର ଟିଭିର ସ୍କ୍ରିନ୍‌ ଫାଟିଗଲା। ପ୍ରଥମେ ଶିଶୁଟି ଏକ ପ୍ଲାଷ୍ଟିକ୍‌ ଖେଳନା ଫିଙ୍ଗିଲା। ପରେ ଷ୍ଟୁଲ ଏବଂ ଆଉ କିଛି ଜିନିଷ ନେଇ ଗୋଟିଏ ପରେ ଗୋଟିଏ ଟିଭି ଉପରକୁ ଫିଙ୍ଗି ଚାଲିଲା।

ସୁପରହିରୋ ହେବା ଚକ୍କରରେ ଟିଭିକୁ ଭାଙ୍ଗିଦେଲା ଏହି ଶିଶୁ ଜଣକ। ଏସବୁ ପୂରା ଘଟଣା ଘରେ ଲାଗିଥିବା ସିସିଟିଭିରେ କଏଦ ହୋଇଛି। ସବୁଠୁ ମଜାଦାର କଥା ହେଲା ଭିଡିଓରେ ଶିଶୁଟି ଯେପରି ପ୍ଲାଷ୍ଟିକ୍‌ ସାମଗ୍ରୀ ଉଠାଇ ଟିଭି ଉପରକୁ ଫିଙ୍ଗୁଛି ତାହା କୌଣସି ସୁପରହିରୋଠାରୁ କମ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri