କେନ୍ଦୁଝର,୯ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଶିଶୁ ମଙ୍ଗଳ କମିଟି ବୁଧବାର ଜଣେ ନାବାଳିକା ଗର୍ଭବତୀଙ୍କୁ ଉଦ୍ଧାର କରି ଓପନ ସେଣ୍ଟରରେ ରଖିଛି। ସଦର ବ୍ଲକ ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କୁ ଗର୍ଭବତୀ କରିବା ପରେ ନାବାଳିକାଙ୍କ ବାପା ତାଙ୍କ ଝିଅକୁ ସଂପୃକ୍ତ ବ୍ୟକ୍ତିଙ୍କ ଘରେ ଛାଡ଼ି ଦେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଜାଣିବା ପରେ ଜିଲା ଶିଶୁ ମଙ୍ଗଳ କମିଟି ଉକ୍ତ ଅଞ୍ଚଳର ଅଙ୍ଗନଓ୍ବାଡ଼ିକର୍ମୀଙ୍କ ସହାୟତାରେ ଶିଶୁକୁ ଉଦ୍ଧାର କରି ଓପନ ସେଣ୍ଟରରେ ରଖିଥିବା ଜଣାପଡ଼ିଛି। ନାବାଳିକା କନ୍ୟାଙ୍କ ମାନସିକ ଅବସ୍ଥା ଭଲ ନାହିଁ। ଏଣୁ ତାଙ୍କୁ ଓପନ ସେଣ୍ଟରରେ ରଖାଯାଇଛି। ତାଙ୍କୁ କାଉନସେଲିଂ କରିବା ପରେ ଘଟଣା ସମ୍ପର୍କରେ ଜଣାପଡ଼ିବ। ସେନେଇ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କମିଟିର ଅଧ୍ୟକ୍ଷ ବିଭୂତି ଦାଶ କହିଛନ୍ତି।
ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍ ଆଟୋମିକ୍ ଘଡ଼ି
ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍ୟୁଏସ୍)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍ ଘଡ଼ି…
ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…
କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…
ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର
ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…
ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ
ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…
ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ
ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…
‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍
ମୁମ୍ବାଇ: ବଲିଉଡ୍ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…
ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…
ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…
୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…
ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

