ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୫୩ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୬୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୮ ହଜାର ୮୧୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦୨ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୧୭, ବରଗଡ଼ରୁ ୧, ଭଦ୍ରକରୁ ୪, ବଲାଙ୍ଗିରରୁ ୧, ବୌଦ୍ଧରୁ ୧, କଟକରୁ ୫୯, ଦେବଗଡ଼ରୁ ୩, ଢେଙ୍କାନାଳରୁ ୧, ଗଞ୍ଜାମରୁ ୨, ଜଗତ୍‌ସିଂହପୁରରୁ ୨୪, ଯାଜପୁରରୁ ୧୩, ଝାରସୁଗୁଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୩, ମୟୂରଭଞ୍ଜରୁ ୨୨, ନୟାଗଡ଼ରୁ ୩, ପୁରୀରୁ ୧୯, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୮ ଓ ସୁନ୍ଦରଗଡ଼ରୁ ୬ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୪୫ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri