ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୨ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୨୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୨ ହଜାର ୬୭୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୭୪ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୩, ବାଲେଶ୍ୱରରୁ ୨୦, ବରଗଡ଼ରୁ ୧, ଭଦ୍ରକରୁ ୩, ବଲାଙ୍ଗୀରରୁ ୧, କଟକରୁ ୩୭, ଦେବଗଡ଼ରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୩, ଗଞ୍ଜାମରୁ ୬, ଜଗତ୍‌ସିଂହପୁରରୁ ୮, ଯାଜପୁରରୁ ୧୫, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୭ ,ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୨, ମୟୂରଭଞ୍ଜରୁ ୨୩, ନୟାଗଡ଼ରୁ ୭, ନୂଆପଡ଼ାରୁ ୬, ପୁରୀରୁ ୧୩, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୧ ଓ ସୁନ୍ଦରଗଡ଼ରୁ ୧୦ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୬୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଦେବାଶିଷଙ୍କ ଉପରେ ବର୍ଷିଲେ ମହେଶ: କାଇଁ କହୁନାହାନ୍ତି ତ ପାଣ୍ଡିଆନଙ୍କ ପାଇଁ…

ଭୁବନେଶ୍ୱର,୨୬।୫ ରାଜ୍ୟସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ  ପରେ ରାଜନୈତିକ ମହଳରେ ପ୍ରତିକ୍ରିୟା ଜୋର ଧରିଛି। ଏହାକୁ ନେଇ ବିଜେଡି ନେତା…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍‌ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri