ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୭୫ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୫୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩୭ ହଜାର ୯୬୪ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦୫ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୩, ବାଲେଶ୍ୱରରୁ ୬, ବରଗଡ଼ରୁ ୫, ଭଦ୍ରକରୁ ୧୩, ବଲାଙ୍ଗୀରରୁ ୨, ବୌଦ୍ଧରୁ ୪, କଟକରୁ ୩୭, ଦେବଗଡ଼ରୁ ୩, ଢେଙ୍କାନାଳରୁ ୧, ଗଜପତିରୁ ୬, ଜଗତ୍‌ସିଂହପୁରରୁ ୧୬, ଯାଜପୁରରୁ ୧୩, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୧ ,ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୪, ମୟୂରଭଞ୍ଜରୁ ୧୦, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୨, ନୂଆପଡ଼ାରୁ ୩, ପୁରୀରୁ ୭, ରାୟଗଡ଼ାରୁ ୧୦, ସମ୍ବଲପୁରରୁ ୧୮ ଓ ସୁନ୍ଦରଗଡ଼ରୁ ୧୪ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୫୦ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri