Posted inଫୁରସତ

ମାଛ ଦେଖିବାକୁ ସିମ୍ପାଞ୍ଜି କରୁଛି ଏପରି, ଭିଡିଓ ଦେଖିଲେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ସିମ୍ପାଞ୍ଜିକୁ ଦେଖିବାକୁ ମିଳୁଛି। ସିମ୍ପାଞ୍ଜଟି ଏକ କାଠ ପୋଲ ଉପରେ ବସି ତଳେ ପାଣିରେ ଥିବା ମାଛକୁ ଦାନା ପକାଉଛି। ଯାହାକୁ ମାଛମାନେ ଖାଉଛନ୍ତି। ଏହା ଦେଖିଲେ ଏପରି ଲାଗୁଛି ଯେପରି ମାଛ ଦେଖିବାକୁ ସେ ଏପରି କରୁଛି। କାରଣ ମାଛ ଦାନା ଖାଇ ଚାଲିଯିବା ପରେ ସେ ଆଉ ଟିକେ ଦାନା ପକାଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 

https://twitter.com/susantananda3/status/1447031913965711363


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ହେଲେ TMCର ‘ପୁଷ୍ପା’

କୋଲକାତା,୮।୬: ପଶ୍ଚିମବଙ୍ଗ ପୋଲିସ TMC ନେତା ଜାହାଙ୍ଗୀର ଖାନଙ୍କୁ ଗିରଫ କରିଛି। ‘ପୁଷ୍ପା’ ଚରିତ୍ର ସହିତ ନିଜକୁ ତୁଳନା କରିଥିବା ଖାନ ଶୁଭେନ୍ଦୁ ଅଧିକାରୀଙ୍କୁ ଭୟ କରି…

ଆହୁରି ୩ ଦିନ କଲବଲ କରିବ ଝଡବର୍ଷା, ଆଜି ଏହି ୭ଜିଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର,୮।୬: ଦିନରେ ପ୍ରବଳ ଗରମ ଗୁଳୁଗୁଳି ହେଉଥିବା ବେଳେ ସନ୍ଧ୍ୟା ହେଲେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳୁଛି । ଅନେକ ସ୍ଥାନରେ କ୍ଷୟକ୍ଷତି ହେଉଛି । ତେବେ…

ପୁଣି ବଢିବ ପେଟ୍ରୋଲ-ଡିଜେଲ ଦର? ଇରାନ-ଇସ୍ରାଏଲ ବିବାଦ ଯୋଗୁ ଅଶୋଧିତ ତୈଳ ଦର ବୃଦ୍ଧି, ଆଶଙ୍କାରେ ବିଶ୍ୱବାସୀ

ତେହରାନ,୮।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନୂତନ ସଂଘର୍ଷ ଯୋଗୁ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇପାରେ। ଇସ୍ରାଏଲ ଇରାନ ବିରୁଦ୍ଧରେ ପ୍ରତିଶୋଧମୂଳକ…

IRGC କ୍ଷେପଣାସ୍ତ୍ର ଆକ୍ରମଣର ପ୍ରତିଶୋଧ ନେଲା ଇସ୍ରାଏଲ, କେନ୍ଦ୍ରୀୟ ଇରାନରେ ସାମରିକ ସ୍ଥାନଗୁଡ଼ିକୁ କଲା ଭୟଙ୍କର ଆକ୍ରମଣ

ଜେରୁଜେଲମ,୮।୬: ମଧ୍ୟପ୍ରାଚ୍ୟରେ ଶାନ୍ତି ଫେରାଇ ଆଣିବାର ସମସ୍ତ ପ୍ରୟାସ ବିଫଳ ହୋଇଛି, ଏବଂ ଉଭୟ ପକ୍ଷରୁ ପୁଣି ଥରେ ତୀବ୍ର, ଦ୍ରୁତ ଆକ୍ରମଣ ଆରମ୍ଭ ହୋଇଛି। ଇସ୍ରାଏଲ…

ପୁରୁଣା ଓ୍ବାରେଣ୍ଟିଙ୍କୁ ଧରିବାକୁ ଯାଇ ମଦଭାଟି ଠାବକଲା ପୋଲିସ

ରାଇକିଆ,୮ା୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ଅଞ୍ଚଳରେ ଘଟିଥିବା ବିଭିନ୍ନ ମାମଲାରେ ସଂପୃକ୍ତ ଥିବା ୧୮ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଥାନା ଅଧିକାରୀ ଏ.ସ୍ବର୍ଣ୍ଣଲତା…

ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର, ସପ୍ତମ ଶ୍ରେଣୀ ପାଇଁ ସପ୍ତାହକୁ…

ଭୁବନେଶ୍ୱର,୮ା୬: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ ଆସିବେ ଛାତ୍ରୀଛାତ୍ର। ଜାତୀୟ ଶିକ୍ଷା ନୀତି-୨୦୨୦କୁ ସ୍କୁଲରେ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି। ଏନଇପି-୨୦୨୦ ଅନୁଯାୟୀ, ପାଠ୍ୟକ୍ରମ…

ବଜ୍ରପାତ ନେଉଛି ଜଣଙ୍କ ପରେ ଜଣଙ୍କ ଜୀବନ, ୧୦ ବର୍ଷରେ ଗଲାଣି…

ମହାକାଳପଡ଼ା, ୮ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଜଳବାୟୁ ପରିବର୍ତ୍ତନରେ ବିଗୁଡୁଛି ପରିବେଶ। ବିଶ୍ୱରେ ତାପମାତ୍ରା ବୃଦ୍ଧି ଯୋଗୁ ଏହାର ପ୍ରଭାବରେ ଗ୍ରୀନ୍‌ଲାଣ୍ଡରୁ ପୂର୍ବାପେକ୍ଷା ଅଧିକ ମାତ୍ରାରେ ବରଫ…

କଂଗ୍ରେସକୁ ବଡ଼ ଉପହାର ଦେଲେ ବିଜୟ, ହେଲେ DMK…

ନୂଆଦିଲ୍ଲୀ,୮।୬: TVK ତାମିଲନାଡୁରେ ଏହାର ପ୍ରଥମ ରାଜ୍ୟ ସଭା ଆସନ କଂଗ୍ରେସକୁ ଦେବାକୁ ନିଷ୍ପତ୍ତି ନେଇଛି। ଥାଲାପତି ବିଜୟଙ୍କ କଂଗ୍ରେସକୁ ଆସନ ଦେବାର ନିଷ୍ପତ୍ତି ପରେ, DMK…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri