ଧୂଆଁରେ ଢାଙ୍କି ହୋଇଛି ସହର, ଚିନ୍ତାରେ ଲୋକେ

ବେଜିଂ,୧୨ା୩: ଆଜିକାଲି ଭାରତର ପଡ଼ୋଶୀ ଦେଶ ଚାଇନା ମଧ୍ୟ ପ୍ରଦୂଷଣର ସମ୍ମୁଖୀନ ହେଉଛି। ବାୟୁ ଏତେ ବିଷାକ୍ତ ଯେ, ୨୦୦ ମିଟର ଦୂରରୁ କିଛି ଦେଖାଯାଉନି। ଦିନରେ ଅନ୍ଧାର ମାଡ଼ି ଆସିବା ପରି ଦୃଶ୍ୟମାନ ହୋଇଛି।

ବେଜିଂ ସହର ପ୍ରଦୂଷିତ ବାୟୁରେ ଢାଙ୍କି ହୋଇଛି। ଏହି ପ୍ରଦୂଷଣ ଯୋଗୁ ବଡ଼ବଡ଼ ଅଟ୍ଟାଳିକା ମଧ୍ୟ ଦେଖାଯାଉନି। ବେଜିଂରେ ଲୋକମାନେ ଧୂଳି ଏବଂ ଧୂଆରୁ ରକ୍ଷା ପାଇବା ପାଇଁ ମାସ୍କ ବାନ୍ଧି ବୁଲୁଛନ୍ତି। ଚାଇନା କୋଇଲା ଚାଳିତ ଶକ୍ତିକୁ ପ୍ରୋତ୍ସାହିତ କରୁଛି। ଯାହା ଜଳବାୟୁ ପରିବର୍ତ୍ତନ କରୁଥିବା ଅଙ୍ଗାରକାମ୍ଳ ନିର୍ଗମନକୁ ବୃଦ୍ଧି କରୁଛି।

ଚାଇନାର ରାଜଧାନୀ ଜୋନ ବେଜିଂ-ତିଆନଜିନ-ହେବାଇ ଅଞ୍ଚଳରେ ସାଧାରଣତଃ ଶୀତଦିନେ ପ୍ରଦୂଷଣ ବୃଦ୍ଧି ପାଇଥାଏ। ଯେତେବେଳେ ପବନର ବେଗ କମିଯାଏ। ସେତେବେଳେ ଏପରି ସ୍ଥିତି ଉପୁଜିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାର ଛାତିଥରା ଦୃଶ୍ୟ; ଗୋଟିଏ ଘରୁ ମିଳିଲା ୨୩ ମୃତଦେହ, ମା’ କୋଳକୁ ଜାବୁଡ଼ି ଧରିଥିଲା ଛୁଆ

କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି । ବନ୍ୟାରେ ଏପର୍ଯ୍ୟନ୍ତ ୯୬୨ ଜଣଙ୍କ ମୃତ୍ୟୁ ହୋଇଥିବା…

ବିବାହର ମାତ୍ର ୫ ମାସ ପରେ ଛାଡ଼ପତ୍ର ନେଲେ ବାଦ୍‌ଶାହା: ପୋଷ୍ଟ ଶେୟାର କରି କହିଲେ…

ରାପର୍‌ ବାଦଶାହା ଏବଂ ପଞ୍ଜାବୀ ଅଭିନେତ୍ରୀ ଈଶା ରିଖିଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ବିବାହର ମାତ୍ର ପାଞ୍ଚ ମାସ ପରେ ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି।…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପାଲଟିଛି ବସଷ୍ଟାଣ୍ଡ୍‌: ବସ୍‌ ହର୍ନରେ ଅସ୍ତବ୍ୟସ୍ତ ରୋଗୀ

ଦାରିଙ୍ଗବାଡି,୧।୯(ଅରୁଣ ସାହୁ):କନ୍ଧମାଳ ଜିଲାର ବୃହତ ବ୍ଲକ ଭାବେ ଜଣାଶୁଣା ଦାରିଙ୍ଗବାଡିରେ ଏବେ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ବସର ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ତେବେ…

ଚାଇନା ଗଣମାଧ୍ୟମରେ ଦୃଶ୍ୟ ହେଉନି ନେପାଳ ବନ୍ୟା! ଜିନ ପିଙ୍ଗଙ୍କ ଏକଛତ୍ରବାଦୀ ଶାସନକୁ ନେଇ ହେଉଛି ଆଲୋଚନା, କ’ଣ ରହିଛି ଏହା ପଛର କାରଣ ଜାଣନ୍ତୁ

ବେଜିଂ,୧।୯: ୨୬ ଅଗଷ୍ଟ, ୨୦୨୬ରେ ନେପାଳ-ତିବ୍ଦତ ସୀମାରେ ଘଟିଥିବା ଭୟଙ୍କର ବନ୍ୟା ଏବଂ ମାଟି ଧସିବା କେବଳ ବ୍ୟାପକ କ୍ଷୟକ୍ଷତି ଘଟାଇ ନଥିଲା ବରଂ ଚାଇନାର ସୂଚନା…

ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର

ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ…

ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବଢ଼ିଲା ବିବାଦ, ସମସ୍ୟା କରିବ ୧୭(ଏ)

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ଏବେ କାମଚଳା ଡିଜିପିଙ୍କୁ ନେଇ ପୋଲିସବାହିନୀ କାର୍ଯ୍ୟ ଚଳାଇଛି । ଗତ ଅଗଷ୍ଟ ୧୬ ତାରିଖରେ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି. ଖୁରାନିଆଙ୍କ…

ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍

​ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ…

ମୋଦି ବିଦେଶରୁ ଜାରି କରିଛନ୍ତି ନୂଆ ଭିଡ଼ିଓ, ସୁନା କ୍ରୟ ସହ ବିଦେଶ ଯାତ୍ରା ଉପରେ ଦେଲେ ବଡ଼ ପରାମର୍ଶ

ବିଶକେକ/ନୂଆଦିଲ୍ଲୀ,୧।୯: ପ୍ରଧାନମନ୍ତ୍ରୀ ମୋଦି ବିଦେଶରୁ ସୋସିଆଲ ମିଡିଆରେ ଏକ ନୂଆ ଭିଡିଓ ଜାରି କରିଛନ୍ତି, ଯେଉଁଥିରେ ସେ ଦେଶର ଅଭିବୃଦ୍ଧି ହାର ବିଷୟରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri