ତୁହାକୁ ତୁହା ବର୍ଷାରେ ବେହାଲ ଗଞ୍ଜାମ ସହର

ଗଞ୍ଜାମ,୧୩।୧୦(ଡି.ଏନ୍‌.ଏ.): ଦୁଇଦିନ ହେଲା ଲଘୁଚାପ ଜନିତ ତୁହାକୁ ତୁହା ବର୍ଷାରେ ଗଞ୍ଜାମ ସହର ବେହାଲ ହୋଇପଡିଛି। ଏହା ଦ୍ୱାରା ଲୋକେ ଘରୁ ବାହାରକୁ ବାହାରି ପାରୁ ନ ଥିବା ସହ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ବିଶେଷ କରି ଏହି ବର୍ଷା ଯୋଗୁ ବ୍ୟବସାୟ ପ୍ରତିଷ୍ଠାନଗୁଡିକ ପ୍ରଭାବିତ ହୋଇଥିବା ଜଣାପଡିଛି। ଅନ୍ୟପଟେ ସୋମବାର ମଧ୍ୟରାତ୍ରରେ ପ୍ରବଳ ପବନ ବହିବା ଦ୍ୱାରା ଗଞ୍ଜାମ ବ୍ଲକ ଓ ଏନ୍‌ଏସି ଅଞ୍ଚଳରେ ଧାନଗଛଗୁଡିକ ଜମିରେ ଶୋଇ ଯାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଟକ ସମ୍ମୁଖରେ ଲହଡ଼ି ମାରୁଛି ବର୍ଷାଜଳ

ରସୁଲପୁର,୭ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ମଧୁପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଫାଟକ ସମ୍ମୁଖରେ ବର୍ଷାଜଳ ଲହଡ଼ି ଭାଙ୍ଗୁଛି। ସାମାନ୍ୟ ବର୍ଷାରେ ବିଦ୍ୟାଳୟ ସମ୍ମୁଖରେ ଯାତାୟାତ ବାଧାପ୍ରାପ୍ତ...

ବାର୍‌ହା ଆକ୍ରମଣରେ ଯୁବକ ଗୁରୁତର

ବାଲିଗୁଡ଼ା,୨୩ା୪(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ କୋଟଗଡ଼ ବ୍ଲକ ମାଦାଗୁଡା ଗ୍ରାମର ରବି ମଲ୍ଲିକ ବାର୍‌ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ନିକଟସ୍ଥ କାଜୁ ବଗିଚାରେ କାମସାରି ଫେରିବାବେଳେ ସେ...

କାଦୁଅରେ ଫସିଗଲା ଆମ୍ବୁଲାନ୍ସ

ନୟାଗଡ ଅଫିସ/ ଦଶପଲ୍ଲା, ୭ା୩ (ଡି.ଏନ୍‌.ଏ.): ଜଣେ ଗର୍ଭବତୀଙ୍କୁ ନେଇ ନୟାଗଡ ଜିଲାର ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଗୁରୁବାର ଅପରାହ୍ନରେ ଆସୁଥିଲା ୧୦୮ ଆମ୍ବୁଲାନ୍ସ । ବାଟରେ...

୭ବର୍ଷର ଭଉଣୀ କାନ୍ଧରେ ଦେଢ଼ମାସର ଭାଇ

ଭୋଗରାଇ,୧୫।୬(ଡି.ଏନ.ଏ.): ମହାମାରୀ କରୋନା ଛଡ଼ାଇ ନେଇଛି ବହୁ ଜୀବନ। ଉଜାଡ଼ି ଦେଇଛି ସୁଖର ସଂସାର। କିଏ ମା’ଙ୍କୁ ହରାଇ ମା’ଛେଉଣ୍ଡ ପାଲଟିଥିବା ବେଳେ କିଏ ବାପାଙ୍କୁ...

ଘରୋଇ ଡାକ୍ତରଖାନାରେ ୨ ଘଣ୍ଟା ଉତ୍ତେଜନା

ବିଷମକଟକ,୨୬।୧୦(ଡି.ଏନ୍‌.ଏ.): ରାୟଗଡ଼ାର ଏକ ଘରୋଇ ହସ୍ପିଟାଲରେ ଜଣେ ଦେଢ଼ବର୍ଷର ଶିଶୁକନ୍ୟାର ମୃତ୍ୟୁକୁ ନେଇ ଉତ୍ତେଜନା ହୋଇଛି। ଚିକିତ୍ସା ଅଭାବରୁ ଶିଶୁଟିର ମୃତ୍ୟୁ ହୋଇଛି ବୋଲି ପରିବାର...

କାମାକ୍ଷାନଗରରେ ନୀତି ଆୟୋଗ ସଦସ୍ୟ: ଶିକ୍ଷା, ବିଦ୍ୟୁତ୍‌ ବ୍ୟବସ୍ଥା ସ୍ଥିତି ପରିଖିଲେ

କାମାକ୍ଷାନଗର, ୧୮।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଅଞ୍ଚଳକୁ ଗୁରୁବାର ପରିଦର୍ଶନରେ ଆସିଥିଲେ ନୀତି ଆୟୋଗ ସଦସ୍ୟା ମାନ୍‌ସୀ ସିଂ। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପ,...

ଅସରାଏ ବର୍ଷାରେ ରାସ୍ତାରେ ପାଣି

ଶେରଗଡ଼,୨।୬(ଡି.ଏନ.ଏ.)- ଶେରଗଡରେ ରବିବାର ସନ୍ଧ୍ୟା ପ୍ରାୟ ୫ଟାରେ ବର୍ଷା ହୋଇଥିଲା। ପ୍ରାୟ ୩୦ ମିନଟ ଧରି ବର୍ଷା ହେବା ଫଳରେ କାଳିଆ ହୋଟେଲ ଛକରୁ ବଜାରକୁ...

ପୁରୀର ୩୨ ହଜାର ପରିବାର ସେବା ପାଇବେ

ପୁରୀ ଅଫିସ,୧୪ା୧୦:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ସୁଜଳ ଯୋଜନା ବା ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍‌ ମିଶନର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର ଓ...

Advertisement
Archives

Model This Week