ତୁହାକୁ ତୁହା ବର୍ଷାରେ ବେହାଲ ଗଞ୍ଜାମ ସହର

ଗଞ୍ଜାମ,୧୩।୧୦(ଡି.ଏନ୍‌.ଏ.): ଦୁଇଦିନ ହେଲା ଲଘୁଚାପ ଜନିତ ତୁହାକୁ ତୁହା ବର୍ଷାରେ ଗଞ୍ଜାମ ସହର ବେହାଲ ହୋଇପଡିଛି। ଏହା ଦ୍ୱାରା ଲୋକେ ଘରୁ ବାହାରକୁ ବାହାରି ପାରୁ ନ ଥିବା ସହ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ବିଶେଷ କରି ଏହି ବର୍ଷା ଯୋଗୁ ବ୍ୟବସାୟ ପ୍ରତିଷ୍ଠାନଗୁଡିକ ପ୍ରଭାବିତ ହୋଇଥିବା ଜଣାପଡିଛି। ଅନ୍ୟପଟେ ସୋମବାର ମଧ୍ୟରାତ୍ରରେ ପ୍ରବଳ ପବନ ବହିବା ଦ୍ୱାରା ଗଞ୍ଜାମ ବ୍ଲକ ଓ ଏନ୍‌ଏସି ଅଞ୍ଚଳରେ ଧାନଗଛଗୁଡିକ ଜମିରେ ଶୋଇ ଯାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ କରୋନା ସ୍ଥିତି ଅସମ୍ଭାଳ: ଚିନ୍ତା ବଢାଉଛି ଆନନ୍ଦପୁର

କେନ୍ଦୁଝର, ୭ା୮(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁ ଥିବାବେଳେ ଗୁରୁବାର ଗୋଟିଏ ଦିନରେ ୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ...

ଗ୍ରାମକୁ ବିସ୍ଥାପିତ କରିବା ଦାବିରେ ବେଦାନ୍ତ ପ୍ରକଳ୍ପ ସମ୍ମୁଖରେ କାତିକେଲାବାସୀଙ୍କ ଆନ୍ଦୋଳନ

ଝାରସୁଗୁଡା ଅଫିସ, ୮।୪: ଝାରସୁଗୁଡା ଭୂର୍କାମୁଣ୍ଡା ସ୍ଥିତ ବେଦାନ୍ତ ପ୍ରକଳ୍ପ ଫାଟକ ସମ୍ମୁଖରେ କାତିକେଲାବାସୀ ଗୁରୁବାର ସକାଳ ୬ଟାରୁ ଧାରଣା ଦେଇଛନ୍ତି। ପାଉଁଶ ପୋଖରୀ ଦ୍ବାରା...

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଶାନ୍ତ: ଭଙ୍ଗାରୁଜା, ଲାଠିଚାର୍ଜ

ସମ୍ବଲପୁର, ୬।୪ (ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ମଙ୍ଗଳବାର ଅଶାନ୍ତ ହୋଇ ପଡିଛି । ଯୁକ୍ତ ୩ ଥାର୍ଡ ସେମିଷ୍ଟାରର ପରୀକ୍ଷାକୁ ଅନ୍‌ଲାଇନ ପ୍ରକ୍ରିୟାରେ କରିବାକୁ ଛାତ୍ରୀଛାତ୍ରମାନେ...

ଚାକିରି ଅପେକ୍ଷାରେ ୩୩,୭୨୧ ବେକାର

  ବାରିପଦା ଅଫିସ, ୨୧ା୩- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ବର୍ତ୍ତମାନ ବେକାରି ସମସ୍ୟା ଉତ୍କଟ ହେବାରେ ଲାଗିଛି। ପ୍ରତିବର୍ଷ ବେକାରିଙ୍କ ସଂଖ୍ୟା ବଢ଼ି ବଢ଼ି...

ଦ୍ୱାଦଶ କୁଆଖିଆ ମହୋତ୍ସବ ପାଇଁ ପ୍ରସ୍ତୁତି

ରସୁଲପୁର,୫ା୧୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଞ୍ଚଳର ବ୍ୟବସାୟିକ ପ୍ରାଣକେନ୍ଦ୍ର ବୋଲି କୁହାଯାଉଥିବା କୁଆଖିଆ ବଜାରର ସାରଙ୍ଗପୁର ମେଲଣ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଦ୍ୱାଦଶ କୁଆଖିଆ ମହୋତ୍ସବ...

ସଦର ରେଞ୍ଜ୍‌ରେ ବୁଲୁଛି ବାଘ

ଭାପୁର, ୨୦।୧୦(ଡି.ଏନ୍‌.ଏ.) ଢେଙ୍କାନାଳ ସଦର ରେଞ୍ଜ ମାଟିଆମୁଣ୍ଡିଆ ପାହାଡ଼ ପାଦଦେଶରେ ଏକ କଲରାପତରିଆ ବାଘ ବୁଲୁଥିବା ବନ ବିଭାଗ ସ୍ପଷ୍ଟ କରିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ...

ଲୋକସଂସ୍କୃତିକୁ ଗ୍ରାସିଲାଣି ଆଧୁନିକତା: ମଳିନ ପଡ଼ିଲାକଣି ‘ଘୁମୁରା’

କାମାକ୍ଷାନଗର, ୧୫ା୮:  ହିନ୍ଦୁ ପୁରାଣ ଶାସ୍ତ୍ରରେ ଘୁମୁରା ନୃତ୍ୟର ସ୍ଥାନ ସ୍ବତନ୍ତ୍ର। ଦୀର୍ଘବର୍ଷ ଧରି ଏହାଶକ୍ତି ଉପାସନାରେ ବ୍ୟବହୃତ ହୋଇ ଆସୁଛି। ଏହାକୁ ରଣବାଦ୍ୟ ଭାବେ ଯୁଦ୍ଧକ୍ଷେତ୍ରରେ...

ଜାନୁୟାରୀ ୫ରୁ ଧାନ ସଂଗ୍ରହ

ଜଗତ୍‌ସିଂହପୁର ଅଫିସ, ୧୭।୧୧: ଆସନ୍ତା ଜାନୁୟାରୀ ୫ରୁ ଜିଲାରେ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ଅଭିଯାନ ଆରମ୍ଭ ହେବ । ୧୦୫ଟି ପାକ୍ସ (ପ୍ରାଥମିକ...

Advertisement
Archives

Model This Week