ସରିଲା ଷଷ୍ଠୀ

କଟକ ଅଫିସ, ୧ା୧୦- ଦଶହରା ପାଇଁ ଉତ୍ସବ ମୁଖର କଟକ ସହର। କରୋନା ଯୋଗୁ ଦୁଇବର୍ଷ ଧରି ପୂଜା ଫିକା ପଡିଥିଲା। ଚଳିତବର୍ଷ କରୋନା ହ୍ରାସ ପାଇଥିବାରୁ ଓ କଟକଣା ନ ଥିବାରୁ ଦୁର୍ଗାପୂଜାକୁ ଆଡମ୍ବରପୂର୍ଣ୍ଣ କରିବା ପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି କରାଯାଇଛି। ଶନିବାର ମା’ଙ୍କର ଷଷ୍ଠୀ ପୂଜା ଅନୁଷ୍ଠିତ ହୋଇଯାଇଛି। ରବିବାର ମହାସପ୍ତମୀରେ ମା’ଙ୍କର ଚକ୍ଷୁଦାନ କରାଯିବ। ସୋମବାର ମହାଷ୍ଟମୀରେ ସନ୍ଧିପୂଜା ସହ ବିଭିନ୍ନ ମଣ୍ଡପରେ ଭକ୍ତଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା ରହିଛି। ସେହିପରି ମଙ୍ଗଳବାର ମହାନବମୀ ପୂଜା ଓ ବୁଧବାର ଦଶମୀ ପୂଜା ଅନୁଷ୍ଠିତ ହେବ। ଏଥିସହ ପୂଜାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସୁଉଚ୍ଚ ତୋରଣ ସହ ରଙ୍ଗବେରଙ୍ଗର ଆଲୋକମାଳାରେ ମଣ୍ଡପକୁ ସଜ୍ଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri