ଗୁରୁବାରଠାରୁ ଯୁକ୍ତ ୨ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର, ୨୧।୯(ବ୍ୟୁରୋ): ରାଜ୍ୟରେ ଗୁରୁବାରଠାରୁ ଯୁକ୍ତ୨ ପ୍ରଥମ ବର୍ଷ ପିଲାଙ୍କ କ୍ଲାସ ଆରମ୍ଭ ହେବ। ପ୍ରଥମ ତିନିଦିନ ଅର୍ଥାତ୍‌ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ଇଣ୍ଡକ୍ସନ କ୍ଲାସ୍‌ ହେବ। ଏ ନେଇ ବୁଧବାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲର ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରାଯାଇଛି। କଳା, ବାଣିଜ୍ୟ, ବିଜ୍ଞାନ ଆଦି ବିଭାଗ ଅନୁଯାୟୀ ଅଲଗା ଅଲଗା ଇଣ୍ଡକ୍ସନ କ୍ଲାସ୍‌ କରିବାକୁ କୁହାଯାଇଛି। ନୂଆ ଛାତ୍ରୀଛାତ୍ରଙ୍କୁ ସ୍କୁଲ ଅଧ୍ୟକ୍ଷ ବା ସିନିୟର ଫାକଲ୍‌ଟି ସ୍ବାଗତ ଭାଷଣ ପ୍ରଦାନ କରିବା ସହିତ ନିଜ ଶିକ୍ଷାନୁଷ୍ଠାନ ବିଷୟରେ ସୂଚନା ଦେବେ। ପ୍ରତ୍ୟେକ ବିଷୟର ଶିକ୍ଷକମାନେ ନିଜ ପରିଚୟ ଦେବେ। ପାଠ୍ୟକ୍ରମ, ପରୀକ୍ଷା, ପ୍ରଶ୍ନ ନମୁନା ଓ ସମୟସୂଚୀ ସମ୍ପର୍କରେ ପିଲାଙ୍କୁ ସୂଚନା ଦିଆଯିବ। ଏଥିସହିତ ର଼୍ୟାଗିଂ କ’ଣ ବିପଦ ଆଣିପାରେ ଓ ଶିକ୍ଷାନୁଷ୍ଠାନର କ’ଣ ନିୟମ ରହିଛି ସେ ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାପୁଛି ଜଙ୍ଗଲ ନିଆଁ

ଛେଣ୍ଡିପଦା,୨୧।୪(ସ୍ବ.ପ୍ର.):  ହୁ ହୁ ହୋଇ ଜଳୁଛି ଜଙ୍ଗଲ। ନିଆଁର ଆଁରେ ପୋଡ଼ି ପାଉଁଶ ହୋଇଚାଲିଛି ମୂଲ୍ୟବାନ ବନ୍ୟ ସମ୍ପଦ। ବହୁ ଜୀବଜନ୍ତୁଙ୍କ ଜୀବନହାନି ଆଶଙ୍କା ମଧ୍ୟ କରାଯାଉଛି।...

ଉତ୍କଟ ହେଉଛି ଜଳସଙ୍କଟ

ବରୀ,୪ା୪(ଡି.ଏନ.ଏ.): ରାଜ୍ୟ ସରକାର ପ୍ରତି ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା କ୍ଷେତ୍ରରେ ଗୁରୁତ୍ୱ ଦେଉଛନ୍ତି। ଏଥିଲାଗି ପ୍ରକଳ୍ପ ନିର୍ମାଣ ନିମନ୍ତେ ଅର୍ଥ ମଞ୍ଜୁର...

କଠୋର ହେଲା ବିଏମ୍‌ସି: ଏଣିକି ମାସ୍କ ନ ପିନ୍ଧିଲେ କିଛି ମିଳିବ ନାହିଁ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେଥିରୁ ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ...

ରାଜ୍ୟର ସ୍ଥିତି ସମ୍ପର୍କରେ ସୋନିଆଙ୍କ ସହ କଥାହେଲେ ନିରଞ୍ଜନ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଦେଶରେ ମହାମାରୀ କରୋନା ଭୂତାଣୁ(କୋଭିଡ-୧୯) ସଂକ୍ରମଣ ବଢ଼ିବାରେ ଲାଗିଛି। ଜନସାଧାରଣଙ୍କ ଜୀବନ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ ଅବଧିକୁ ଏପ୍ରିଲ ୩୦ଯାଏ...

ହୋଟେଲ ଉତ୍କଳ ଇନ୍‌ ସିଲ୍‌

ଭୁବନେଶ୍ୱର, ୧୭।୮(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର (ଡି.ଏନ୍‌.ଏ.): ଶଟ୍‌ଡାଉନ୍‌ ଓ କଟକଣା ସତ୍ତ୍ୱେ ଭୁବନେଶ୍ୱରରେ ଖୁଲମ୍‌ଖୁଲା ବିକ୍ରି ହେଉଥିଲା ମଦ। ଏହାର ଭିଡିଓ ଭାଇରାଲ ହେବା ପରେ ପୋଲିସ...

ବାଲଟ୍‌ ବକ୍ସ ସୁରକ୍ଷା ନେଇ ଚିନ୍ତାରେ ପ୍ରାର୍ଥୀ

ନିମାପଡ଼ା,୨୧ା୨(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକରେ ଗତ ୧୮ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ମତଦାନ ପରେ ବାଲଟ ବକ୍ସକୁ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଥିବା ଷ୍ଟ୍ରଙ୍ଗରୁମରେ...

CORONAVIRUS UPDATE: ରାଜ୍ୟରେ ପୁଣି ୧୦୬୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୦୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯, ୧୭୫ରେ...

ନନ୍ଦନକାନନରେ ପୁଣି ଏକ ଭାଲୁର ମୃତ୍ୟୁ

ବାରଙ୍ଗ,୧ା୬(ଡି.ଏନ୍‌.ଏ.): ନନ୍ଦନକାନନରେ ପୁଣି ଏକ ଭାଲୁର ମୃତ୍ୟୁ ଘଟିଛି। ଭାଲୁଟିକୁ ଗତ ୪ ତାରିଖରେ କୋରାପୁଟ ରେଞ୍ଜରୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ନନ୍ଦନକାନନ ଅଣାଯାଇଥିଲା।...

Advertisement
Archives

Model This Week