Posted inଜାତୀୟ

୨୦ ଦିନ ହେଲା ଜଳୁଛି କୋଇଲା ଖଣି

ଜୟପୁର,୧୫ା୨: ଦୀର୍ଘ ୨୦ ଦିନ ହେଲା ମାଟାସୁଖର ଲିଗ୍ନାଇଟ କୋଇଲା ଖଣିରୁ ବିଷାକ୍ତ ଧୂଆଁ ବାହାରୁଛି। ନାଗୋର ଜିଲାର ପ୍ରସିଦ୍ଧ କସନାଉ-ମାଟାସୁଖ ଲିଗ୍ନାଇଟ କୋଇଲା ପ୍ରକଳ୍ପ ୧୧ ମାସ ହେବ ବନ୍ଦ ହୋଇରହିଛି। ମାଟାସୁଖ ଖଣିରେ ଖୋଲା ଜଳୁଥିବା କୋଇଲା ଧୂଆଁ  ହେଉଛି। ୨୦ ଦିନ ପରେ ଏହା ଲିଭୁନାହିଁ।

ଫଳରେ ଗ୍ରାମବାସୀଙ୍କ ନିଃଶ୍ୱାସ ପ୍ରଶ୍ୱାସ ନେବା କଷ୍ଟସାଧ୍ୟ ହୋଇପଡ଼ିଛି। ଆରଏସ୍‌ଏମ୍‌ଏମ୍‌ଏଲ୍‌ ହେଉଛି ରାଜସ୍ଥାନ ସରକାରଙ୍କର। ଯାହାକି କୋଇଲା ଖଣି ଉପରେ କାର୍ଯ୍ୟ କରୁଛି। କିନ୍ତୁ ଏହି ବିଭାଗର କୋଇଲା ଲିଭାଇବା ପାଇଁ ସମ୍ବଳ ନାହିଁ। କାରଣ ଏହି ବିଭାଗର ସମସ୍ତ କାର୍ଯ୍ୟ ଚୁକ୍ତିନାମା ଅନୁଯାୟୀ ଘରୋଇ କମ୍ପାନୀ ଦ୍ୱାରା କରାଯାଇଥାଏ।

ଆରଏସ୍‌ଏମ୍‌ଏମ୍‌ଏଲ୍‌ ନିକଟରେ ସମ୍ବଳ ଅଭାବ ହେତୁ ଗତ ୨୦ ଦିନ ଧରି ଖଣିରୁ ଧୂଆଁ ବାହାରୁଥିବାରୁ ଆଖପାଖ ଗ୍ରାମଗୁଡିକ କୋଇଲା ଧୂଆଁରେ ଆଚ୍ଛାଦିତ ହୋଇଥିଲା। ଲୋକଙ୍କ ପାଇଁ ଏଠାରେ ରହିବା କଷ୍ଟକର ହୋଇପଡ଼ିଛି। କୋଇଲା ଲିଭାଇବା ପାଇଁ ବିଭାଗ ପକ୍ଷରୁ କୌଣସି ପ୍ରୟାସ କରାଯାଉନାହିଁ। କୋଇଲା ଧୂଆଁ ଯୋଗୁଁ ରୋଗ ସୃଷ୍ଟି ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବରେ ଚହଳ! ପୁଟିନ ମୋଦିଙ୍କ ପ୍ରଶଂସା କରିବା ପରେ ଟ୍ରମ୍ପ କହିଦେଲେ ଏତେ ବଡ଼ କଥା, ଫାଇଦା ଉଠାଇଛି….

ଓ୍ବାଶିଂଟନ,୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଏବଂ…

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri