ଆସୁଛି କାଳବୈଶାଖୀ, ଅନେକ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨ା୫(ବ୍ୟୁରୋ): ପ୍ରଚଣ୍ଡ ଖରାରୁ ଲୋକଙ୍କୁ ଟିକେ ତ୍ରାହି ମିଳିଛି। ରବିବାରଠାରୁ ଉପକୂଳ ଓଡ଼ିଶାରେ ତାପମାତ୍ରା ହ୍ରାସ ପାଇଥିବା ବେଳେ ସାମୁଦ୍ରିକ ପବନ ପ୍ରଭାବରେ ଉପକୂଳ ଆକାଶ ମେଘାଛନ୍ନ ରହିଛି। ଅଧିକାଂଶ ଜିଲାରେ କାଳବୈଶାଖୀ ଆଶଙ୍କା ଦେଖାଦେଇଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କିନ୍ତୁ ପଶ୍ଚିମଓଡ଼ିଶା ପଟରେ ଏବେ ବି ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ବର୍ତ୍ତମାନ ସେଠାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri