ଖୁବ୍‌ ଶୀଘ୍ର ପଞ୍ଚାୟତ ନିର୍ବାଚନ ପାଇଁ ଲାଗୁ ହେବ ଆଚରଣ ବିଧି

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଅବାଧ ଓ ନିରପେକ୍ଷ ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଭାରତୀୟ ସମ୍ବିଧାନର ୨୪୩-କେ ନିର୍ବାଚନ ଆଚରଣ ବିଧି ପ୍ରସ୍ତୁତ କରାଯାଉଛି। ଏହା ନିର୍ବାଚନ ତାରିଖ ଘୋଷଣା ହେବା ଦିନଠାରୁ ନିର୍ବାଚନର ଫଳାଫଳ ଘୋଷଣା ହେବା ଯାଏ କାର୍ଯ୍ୟକାରୀ ହେବ ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି। ଯେ କୌଣସି ସମୟରେ ପଞ୍ଚାୟତ ନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇପାରେ। ବିଜ୍ଞପ୍ତି ଜାରି ହେବା ପରେ ଆଦର୍ଶ ଆଚରଣ ବିଧି ଲାଗୁ ହେବ। ଗଣତି ସରିବା ପର୍ଯ୍ୟନ୍ତ ବଳବତ୍ତର ରହିବ ଆଦର୍ଶ ଆଚରଣ ବିଧି। ଆସନ୍ତା ପଞ୍ଚାୟତ ନିର୍ବାଚନରେ ଅବାଧ ଏବଂ ନିରପେକ୍ଷ ନିର୍ବାଚନ ଉପରେ ଗୁରୁତ୍ୱ ଦିଆଯିବ । ଏହା ସହିତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ । ବିଶେଷ କରି ସମ୍ବେଦନଶୀଳ ଅଞ୍ଚଳଗୁଡିକରେ ବିଶେଷ ଦୃଷ୍ଟି ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱ ଗ୍ରହଣ କଲେ ନୂଆ ଡିଜିପି ସୁନୀଲ ବଂଶଲ

କଟକ ଅଫିସ,୩୧।୧୨: ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍‌ ଅଫିସର ସୁନୀଲ ବଂଶଲ। ଡିଜିପି ଅଭୟଙ୍କ ଅବସର ପରେ ତାଙ୍କ ସ୍ଥାନରେ...

ବଦଳିଲା କଟକ ମାଲଗୋଦାମ ଖୋଲିବା ସମୟ

କଟକ ଅଫିସ,୨ା୭: କଟକ ମାଲ ଗୋଦାମ ଖୋଲିବା ଏବଂ ବନ୍ଦ ହେବା ସମୟରେ ପରିବର୍ତ୍ତନ ହୋଇଛି। ଏ ନେଇ କଟକ ବଣିକ ସଂଘ, ମାଲଗୋଦାମ କାର୍ଯ୍ୟାଳୟ...

କ୍ୱାରାଣ୍ଟାଇନ୍‌ରେ ନିଜାମୁଦ୍ଦିନ ଧାର୍ମିକ ସମାବେଶରେ ଯୋଗଦେଇ ଫେରିଥିବା ୩ ଓଡ଼ିଆ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନଠାରେ ହୋଇଥିବା ଧାର୍ମିକ ସଭାରେ କିଛି ଓଡ଼ିଆ ସାମିଲ ହୋଇଥିଲେ। ଏଯାବତ୍‌ ୩ଜଣଙ୍କ ବିଷୟରେ ସରକାର ଅବଗତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ କ୍ୱାରାଣ୍ଟାଇନ୍‌ରେ...

ଓଡ଼ିଆ ସମାଜସେବୀଙ୍କୁ ପ୍ରଶଂସାରେ ପୋତି ପକାଇଲେ କ୍ରିକେଟର୍‌ ଭିଭିଏସ୍‌ ଲକ୍ଷ୍ମଣ

ନୂଆଦିଲ୍ଲୀ,୯।୧୧: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଖେଳାଳି ଭିଭିଏସ୍‌ ଲକ୍ଷ୍ମଣ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ପ୍ରାୟତଃ ସେ ନିଃସ୍ବାର୍ଥପର ଭାବେ ଲୋକଙ୍କ ସେବା କରୁଥିବା...

ଅଟକାଇବାରୁ ଦଳିଦେଲା ଟ୍ରକ

ଚଣ୍ଡିଖୋଲ,୮ା୧୦(ଡି.ଏନ.ଏ.): ବଡ଼ଚଣା ଥାନା ଅନ୍ତର୍ଗତ ଚଣ୍ଡିଖୋଲ ଛକଠାରେ ଶୁକ୍ରବାର ରାତିରେ ଟ୍ରକ୍‌ ମାଡ଼ିଯିବାରୁ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ବାରିପଦା ଅଞ୍ଚଳର ସଞ୍ଜୟ କୁମାର...

ଜବରଦଖଲ ଉଚ୍ଛେଦ ବେଳେ ଛାତ ଭୁଶୁଡ଼ିବା ଘଟଣା: ଜଣେ ମୃତ, ୩ ଗୁରୁତରଙ୍କ ଚିକିତ୍ସା ଜାରି

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଜାତୀୟ ରାଜପଥ କଡ଼ରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବା ସମୟରେ ଏକ ଘରର ଛାତ ଭୁଶୁଡ଼ି...

କଲେଜ ପରିଚାଳନା କମିଟିରେ ରହିବେ ନାହିଁ ରାଜନେତା: ମନ୍ତ୍ରୀ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଏଣିକି ଡିଗ୍ରୀ କଲେଜ ପରିଚାଳନା କମିଟିରେ ରାଜନେତା ରହିବେ ନାହିଁ। ପୂର୍ବରୁ ସ୍ଥାନୀୟ ବିଧାୟକ ପରିଚାଳନା କମିଟିର ସଭାପତି ରହୁଥିବା ବେଳେ ଏବେ କେବଳ...

ଆଜି ତୃତୀୟ ପର୍ଯ୍ୟାୟ ଭୋଟ

ଭୁବନେଶ୍ୱର,୨୦ା୨ (ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ରବିବାର ଅନୁଷ୍ଠିତ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶନିବାର ସନ୍ଧ୍ୟା...

Advertisement
Archives

Model This Week