ଜି. ଉଦୟଗିରିରେ ଜାରି ରହିଛି ଶୀତ ଲହର, ଘରୁ ବାହାରିବା ସୁସ୍କିଲ

ଜି ଉଦୟଗିରି ୨୧।୧(ଶିଶିର ପଟ୍ଟନାୟକ ): ରାଜ୍ୟର ଶୀତର ସହର ଜି ଉଦୟଗିରିରେ ତିନି ସପ୍ତାହ ହେବ ଜାରି ରହିଛି ଶୀତ ଲହର । ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୪.୨ ଡିଗ୍ରୀ ରେକର୍ଡ କରାଯାଇଥିବା ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ର ତରଫରୁ ସୂଚନା ମିଳିଛି। ସୋମବାର ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ରହିଥିଲା। ଦୀର୍ଘ ଦିନ ହେବ ଶୀତ ଲାଗି ରହିଥିବା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି । ଦିନ ୧୦ଟା ସୁଦ୍ଧା ଘରୁ ବାହାରକୁ ବାହାରିବା କଷ୍ଟ ହେଉଛି । ସା ହେବା କ୍ଷଣି ଶୀତ ମାଡି ଆସୁଛି। ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ ଯୋଗୁ ଶୀତ ଅଧିକ ଅନୁଭୂତ ହେଉଛି । ସା ପରେ ରାସ୍ତା ଘାଟ ଶୂନଶାନ ହୋଇଯାଉଛି । ଘନ କୁହୁଡ଼ି ଯୋଗୁ କଳିଙ୍ଗା ଘାଟିରେ ଯାନବାହନ ଚଳାଚଳ ଅସୁବିଧା ହେଉଛି ବୋଲି ଅନେକ ଗାଡି ଚାଳକ କହୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri