ପୂଜାଛୁଟି ପରେ କଲେଜ ଖୋଲିିପାରେ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ଦୁର୍ଗାପୁଜା ଛୁଟି ପରେ କଲେଜ ଖୋଲିପାରେ। ଏଥିପାଇଁ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ଏହାର ଅନୁଧ୍ୟାନ ପାଇଁ ୧୦ଦିନ ତଳେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି। ଏଥିରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ ଏବଂ ବୈଷୟିକ ଶିକ୍ଷା ବିିଭାଗ ସାମିଲ ଅଛନ୍ତି। ସେହିଭଳି ୬ଟି ସବ୍‌କମିଟି ଗଠନ କରାଯାଇଛି। ସବ୍‌କମିଟି ରିପୋର୍ଟ ଦେବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ। ତେବେ କଲେଜ ଖୋଲିବା ନିଷ୍ପତ୍ତି ସରକାର ନେବେ ବୋଲି ଉଚ୍ଚଶିକ୍ଷା ବିଭାଗ ସଚିବ ଶାସ୍ବତ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ ମନ୍ଦିର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ, ୨୫।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ରାମ ଚନ୍ଦ୍ର ପ୍ରସାଦ ସିଂ ଶୁକ୍ରବାର କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। କୋଣାର୍କ ସୂର୍ଯ୍ୟ ମନ୍ଦିରରେ ବ୍ୟବହୃତ ଲୁହାବିମ୍‌ର...

ସ୍ବାଭିମାନ ଅଞ୍ଚଳରେ କଡ଼ା ବିରୋଧ: ଗ୍ରାମବାସୀଙ୍କ ଆକ୍ରମଣରେ ଜଣେ ମାଓବାଦୀ ମୃତ, ଜଣେ ଗୁରୁତର

ମାଲକାନଗିରି,୨୬।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ଶନିବାର ରାତିରେ ମାଓବାଦୀଙ୍କୁ କଡ଼ା ବିରୋଧ କରାଯାଇଛି। ଉକ୍ତ ଅଞ୍ଚଳର ଜନ୍ତୁରାଇ ଗାଁକୁ ମାଓବାଦୀ ଆସି ଉନ୍ନୟନମୂଳକ କାର୍ଯ୍ୟକୁ...

ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ୨ୟ ବୈଠକ:ଅତ୍ୟାଧୁନିକ ଗବେଷଣା ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୧୧ା୧୨(ବ୍ୟୁରୋ):ଏଣିକି ଉଚ୍ଚ ଶିକ୍ଷାନୁଷ୍ଠାନରେ ଅତ୍ୟାଧୁନିକ ଗବେଷଣା ସୁବିଧା ରହିବ। ସମସ୍ତ ଶିକ୍ଷାନୁଷ୍ଠାନର ୱେବ୍‌ସାଇଟ୍‌କୁ ଅପଡେଟ୍‌ କରାଯିବ। ମଙ୍ଗଳବାର ଇମେଜ୍‌ଠାରେ ଆୟୋଜିତ ରାଜ୍ୟ ଉଚ୍ଚଶିକ୍ଷା ପରିଷଦର...

ପୋଲିସ ଡରରେ ପୋଡ଼ିଦେଲେ କାର

ମାଲକାନଗିରି,୨୦ା୧: ମାଲକାନଗିରି ଜିଲା ଚଲାଣଗୁଡ଼ା ପଞ୍ଚାୟତ ଅଧୀନ ରେଙ୍ଗାବନ୍ଧ ଗ୍ରାମ ନିକଟରେ ବୁଧବାର  ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗଞ୍ଜେଇ ଚାଲାଣହେଉଥିବା ଏକ କାର...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ: ଫେରାର ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଫେରାର ଥିବା ଅଭିଯୁକ୍ତଙ୍କୁ ଇନଫୋସିଟି ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ...

ପୁଣି ରିମାଣ୍ଡରେ ଗଲେ ପାୟଲ-ବିକାଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ସିଭି ରମଣ ବିଶ୍ୱବିଦ୍ୟାଳୟର ୯୭ ଲକ୍ଷ ଟଙ୍କା ହଡପ ମାମଲାରେ ଗିରଫ ହୋଇଥିବା ଆକାଉଣ୍ଟାଣ୍ଟ ପାୟଲ ମହାପାତ୍ର ଏବଂ ପ୍ରେମିକ ବିକାଶ କୁମାର ପୁଣି...

ସ୍ବାଭାବିକ ଅବସ୍ଥା ଫେରାଇ ଆଣିବାକୁ ଚାଲିଛି ଉଦ୍ୟମ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ର ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷ କରି ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି।...

ପୁରୀ ଧାମ, ମଠ ସଂସ୍କୃତିର ବିକାଶ କରାଯିବ: ଧର୍ମେନ୍ଦ୍ର

ପୁରୀ ଅଫିସ, ୬।୧୧: କେଦାରନାଥ ପୀଠରେ ଶୁକ୍ରବାର ଆଦିଶଙ୍କରାଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ ଅବସରରେ ପୁରୀରେ ମହୋଦଧି ପୂଜନ ଓ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ...

Advertisement
Archives

Model This Week