Posted inଜାତୀୟ

ସୁପ୍ରିମକୋର୍ଟକୁ ମିଳିପାରନ୍ତି ଦୁଇ ନୂଆ ବିଚାରପତି, ଏହି ଦୁଇ ଜଣଙ୍କ ନାମ ଉପରେ କେନ୍ଦ୍ରକୁ ସୁପାରିଶ୍‌ କଲେ କଲେଜିୟମ

ନୂଆଦିଲ୍ଲୀ,୧୬।୫:ସୁପ୍ରିମକୋର୍ଟର ବିଚାରପତିଙ୍କ ପାଇଁ ୩୪ ଟି ସୀକୃତିପ୍ରାପ୍ତ ପଦବୀରୁ ୨ ଟି ପଦବୀ ଖାଲି ଅଛି। ମଙ୍ଗଳବାର କଲେଜିୟମ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ପ୍ରଧାନ ବିଚାରପତି ପ୍ରଶାନ୍ତ କୁମାର ମିଶ୍ର ଏବଂ ବରିଷ୍ଠ ଓକିଲ କେ.ଭି ବିଶ୍ୱନାଥନଙ୍କ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିଶ୍‌ ପଠାଇଛନ୍ତି। ଯଦି ସରକାର ଏହି ସୁପାରିଶ୍‌କୁ ଗ୍ରହଣ କରନ୍ତି ତେବେ ବିଶ୍ୱନାଥନ ୨୦୩୦ ରେ ମୁଖ୍ୟ ବିଚାରପତି ହୋଇପାରନ୍ତି।

ଅକ୍ଟୋବର ୧୩ ୨୦୨୧ରେ ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଆନ୍ଧ୍ରପ୍ରଦେଶ ହାଇକୋର୍ଟର ପ୍ରଧାନ ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ। ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ମଧ୍ୟ ପୂର୍ବରୁ ଛତିଶଗଡ ହାଇକୋର୍ଟର ପ୍ରଧାନ ବିଚାରପତି ଭାବରେ କାର୍ଯ୍ୟ କରିଛନ୍ତି। ସେହିପରି କେ.ବି ବିଶ୍ୱନାଥନ ସୁପ୍ରିମକୋର୍ଟର ଜଣେ ବରିଷ୍ଠ ଓକିଲ।

ଯଦି କୋଏମ୍ବାଟୁରର ମୂଳ ନିବାସୀ ବିଶ୍ୱନାଥନ ସିଜେଆଇ ହୁଅନ୍ତି, ତେବେ ଜଷ୍ଟିସ ଏସ୍‌ ଏମ୍‌ସିକ୍ରି, ୟୁୟୁ ଲଲିତ ଏବଂ ପିଏସ ନରସିଂହଙ୍କ ପରେ ସେ ସିଜେଆଇ େଇଥିବା ଚତୁର୍ଥ ଓକିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri