ଖୁସି ଆଣେ ହୋଲିର ରଙ୍ଗ

ବାସ୍ତୁଶାସ୍ତ୍ର ଅନୁସାରେ, ନାଲିରଙ୍ଗ ହେଉଛି ଊର୍ଜ୍ଜା ଓ ଶକ୍ତିର ପ୍ରତୀକ। ତେଣୁ ଏହି ରଙ୍ଗର ଅବିରରେ ହୋଲି ଖେଳିଲେ କୁଆଡ଼େ ସ୍ବାସ୍ଥ୍ୟ ଭଲ ରହିବା ସହ ମାନସମ୍ମାନ ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ ରହିଛି। ଅନ୍ୟପକ୍ଷେ ରାଗୀ ସ୍ବଭାବର ଅଥବା ଅବସାଦଗ୍ରସ୍ତ ବ୍ୟକ୍ତିଙ୍କ ପାଇଁ ନାଲିରଙ୍ଗ ଅବିର ବ୍ୟବହାର କରିବା ଆଦୌ ଠିକ୍‌ ନୁହେଁ ବୋଲି ବି କୁହାଯାଇଛି। ସେହିପରି ନାରଙ୍ଗୀ ରଙ୍ଗ ଯେହେତୁ ସାମାଜିକତାର ପ୍ରତୀକ ଏବଂ ମାନସିକସ୍ତରରେ ବ୍ୟକ୍ତିଙ୍କୁ ଦୃଢ଼ କରିବାରେ ସାହାଯ୍ୟ କରିଥାଏ; ତେଣୁ ହୋଲି ଦିନ ଏହି ରଙ୍ଗର ଅବିରରେ ଖେଳିବା ଶୁଭ ହୋଇଥାଏ। ଉତ୍ସାହର ପ୍ରତୀକ କୁହାଯାଉଥିବା ହଳଦିଆ ରଙ୍ଗର ଅବିରରେ ହୋଲି ଖେଳିଲେ ଶୁଭଫଳ ପ୍ରଦାନ କରିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ସବୁଜ ରଙ୍ଗର ଅବିରରେ ବି ହୋଲି ଖେଳିହେବ; କାରଣ ଏହି ରଙ୍ଗ ଅବସାଦ ଦୂର କରିବାରେ ବେଶ୍‌ ସହାୟକ ହୋଇଥାଏ। ନୀଳରଙ୍ଗ ମନରେ ସାହସ ଭରିଥାଏ; ତେଣୁ ଏହି ରଙ୍ଗର ଅବିରରେ ବି ହୋଲି ଖେଳିହେବ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି। ସେହିପରି ବାଇଗଣୀ ଓ ସୁନେଲି ରଙ୍ଗର ଅବିରରେ ହୋଲି ଖେଳିବା ଶୁଭ ହୋଇଥାଏ। କାରଣ ବାଇଗଣୀ ରଙ୍ଗ ଆଧ୍ୟାତ୍ମିକତାର ପ୍ରତୀକ ହୋଇଥିବାବେଳେ ସୁନେଲି ଧନ ଓ ମାନସମ୍ମାନକୁ ସୂଚିତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ବୁଧଙ୍କ ଶୁଭ ସଂଯୋଗ: ଜୁଲାଇ ୧୩ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ବ୍ୟବସାୟରେ ମିଳିବ ପ୍ରଚୁର ଲାଭ

ସୂର୍ଯ୍ୟ ଓ ବୁଧଙ୍କ ମିଳନରେ ଗଠିତ ହେଉଛି ଶୁଭ ‘ବୁଧାଦିତ୍ୟ ଯୋଗ’ (ସୂର୍ଯ୍ୟ ଓ ବୁଧଙ୍କ ଯୁତି)। ଆସନ୍ତା ଜୁଲାଇ ୧୩ ତାରିଖ ସକାଳ ୬ଟା ୫୩…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଶନିଙ୍କ ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ଜୁଲାଇ ୨୦ରୁ ଚମକିବ ଏହି ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ରାଶି ପରିବର୍ତ୍ତନ ସହିତ ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ନକ୍ଷତ୍ରରେ ପରିବର୍ତ୍ତନ ଗ୍ରହ ପ୍ରଭାବରେ ସୂକ୍ଷ୍ମ କିନ୍ତୁ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା

କିଛି ବର୍ଷ ମଧ୍ୟରେ ମଦ ନିଶା ଏକ ଗମ୍ଭୀର ସମସ୍ୟାରେ ପରିଣତ ହୋଇଯାଇଛି। ମଦ ନିଶା ଯୋଗୁ ବ୍ୟକ୍ତିର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଉପରେ ଖରାପ…

ରକ୍ତ ସଞ୍ଚାଳନକୁ ସକ୍ରିୟ କରେ ମହୁ, ଆହୁରି ଅନେକ ସମସ୍ୟା ଦୂର କରିବାରେ…

ମହୁରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଥଣ୍ଡା ସମସ୍ୟାରୁ ଉପଚାର ପାଇଁ ଏହା ବେଶ୍‌ ସହାୟକ ହୋଇଥାଏ। ତେବେ ଏଥିରେ ଏଭଳି ତତ୍ତ୍ୱ…

୪ ରାଶିଙ୍କ ଶୁଭ ସମୟ ଆରମ୍ଭ! ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ!

ନୂଆଦିଲ୍ଲୀ, ୫ା୭: ୧୯ ଜୁଲାଇରୁ ୪ ରାଶିଙ୍କ ଶୁଭ ସମୟ ଆରମ୍ଭ!ଚାକିରିରେ ଡବଲ ପ୍ରମୋସନ, ଅଜଣା ଲୋକ ଦେବେ ବଡ଼ ସରପ୍ରାଇଜ! ଦେବଗୁରୁ ବୃହସ୍ପତି ଜୁନ୍ ୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri