Blood Moon: ବଦଳିଯିବ ଜହ୍ନର ରଙ୍ଗ, ରାତି ଆକାଶରେ ହୋଇଯିବ ଗାଢ ଲାଲ୍‌

ବଦଳିଯିବ ଜହ୍ନର ରଙ୍ଗ। ଦେଖାଯିବ ଗାଢ ଲାଲ୍‌। ମାର୍ଚ୍ଚ ୧୪ ତାରିଖ ଅର୍ଥାତ୍‌ ହୋଲି ଦିନରେ ଆକାଶରେ ଦେଖି ପାରିବେ ବ୍ଲଡ ମୁନ । ଏପରି ଦୁର୍ଲଭ ଦୃଶ୍ୟ ସବୁବେଳେ ଦେଖା ଯାଇନଥାଏ। ତେବେ କଣ ଏହି ବ୍ଲ ମୁନ ? କେବେ ଆଉ କାହିଁକି ଦେଖା ଯାଇଥାଏ ଏପରି ଦୃଶ୍ୟ ? ଆସନ୍ତୁ ଜାଣିବା।

ବ୍ଲଡ ମୁନର ଅର୍ଥ ହେଉଛି ଲାଲ ରଙ୍ଗର ଚନ୍ଦ୍ର ବା ଜହ୍ନ। ଏପରି ଦୃଶ୍ୟ କେବଳ ପୂର୍ଣ୍ଣ ଚନ୍ଦ୍ରଗ୍ରହଣରେ ଦେଖା ଯାଇଥାଏ। ଚନ୍ଦ୍ର ଓ ସୂର୍ଯ୍ୟଙ୍କ ମଝିରେ ପୃଥିବୀ ରହିଲେ ଅର୍ଥାତ ଏକ ସରଳରେଖାରେ ରହିଲେ ଏହାକୁ ଚନ୍ଦ୍ରଗ୍ରହଣ କୁହାଯାଏ। ଏହି କାରଣରୁ ଚନ୍ଦ୍ର ଉପରେ ସୂର୍ଯ୍ୟାଲୋକ ଆଂଶିକ ଭାବରେ ପଡିଥାଏ। ତେବେ ଆସନ୍ତା ହୋଲିରେ ଦେଖିବାକୁ ମିଳିବ ଚନ୍ଦ୍ର ଗ୍ରହଣ। ଏହି ସମୟରେ ୬୫ ମିନିଟ ପାଇଁ ଆକାଶରେ ଦିଶିବ ବ୍ଲ ମୁନ । ଏହି ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୧୪ ତାରିଖ ସକାଳ ୯ ଟା ୨୯ ମିନିଟରୁ ଆରମ୍ଭ ହୋଇ ଅପରାହ୍ନ ୩ ଟା ୨୯ ରେ ଶେଷ ହେବ। ତେବେ ଦିନ ୧୧ ଟା ୨୯ ମିନିଟରୁ ଆରମ୍ଭ କରି ପ୍ରାୟ ୫୯ ମିନିଟ ପର୍ଯ୍ୟନ୍ତ ଆକାଶରେ ଦେଖାଯିବ ବ୍ଲଡ ମୁନ ।

ଚନ୍ଦ୍ରର ରଙ୍ଗ ଲାଲ ଦେଖାଯିବାକୁ ବ୍ଲଡ ମୁନ କୁହାଯାଏ। ଚନ୍ଦ୍ରଗ୍ରହଣରେ ଆଂଶିକ ଭାବେ ସୂର୍ଯ୍ୟଲୋକ ଚନ୍ଦ୍ର ଉପରେ ପଡିଥାଏ। କିନ୍ତୁ ବାୟୁରେ ଥିବା ଧୁଳି ଓ ଅନ୍ୟ କଣିକା କାରଣରୁ ସୂର୍ଯ୍ୟଙ୍କ ଲାଲ କିରଣ କେତେକାଂଶରେ ଚନ୍ଦ୍ର ପାଖରେ ପହଞ୍ଚିଥାଏ। ଏହି କାରଣରୁ ଚନ୍ଦ୍ରର ରଙ୍ଗ ଲାଲ ଦେଖଯାଇଥାଏ। ମାର୍ଚ୍ଚରେ ବ୍ଲଡ ମୁନ ଅଷ୍ଟ୍ରେଲିଆ, ୟୁରୋପ, ଆମେରିକା ତଥା ପୂର୍ବ ଏସୀୟ ସହର ମାନଙ୍କରେ ଦୃଶ୍ୟମାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ଦିଲ୍ଲୀ ବାୟୁ ପ୍ରଦୂଷଣ ସଙ୍କଟ: ଚାଇନା ଦେଲା ସଫଳତାର ‘ମନ୍ତ୍ର’, ବେଜିଂ ମଡେଲ୍‌ରୁ ଶିଖିବ କି ଭାରତ?

ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri