କରଣ ଜୋହରଙ୍କ ଏହି ଫିଲ୍ମରେ ସ୍ବାମୀ ହର୍ଷଙ୍କ ସହ ନଜର ଆସିବେ କମେଡି କୁଇନ୍‌

ମୁମ୍ବାଇ: ଲୋକପ୍ରିୟ ହାସ୍ୟ ଅଭିନେତା ଭାରତୀ ସିଂ ତାଙ୍କ ପ୍ରଶଂସକଙ୍କୁ ହସେଇବା ପାଇଁ କୌଣସି ମୌକା ହାତ ଛଡା କରନ୍ତି ନାହିଁ। ଭାରତୀ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌। କିଛି ନା କିଛି ଫୋଟା ଭିଡିଓ ଶେୟାର କରି ପ୍ରଶଂସକଙ୍କୁ ଖୁବ୍‌ ହସେଇଥାନ୍ତି। ବର୍ତ୍ତମାନ ତାଙ୍କୁ ସ୍ବାମୀ ହର୍ଷଙ୍କ ସହ ଏକ ବଡ ଫିଲ୍ମରେ ଦେଖିବାକୁ ମିଳିବ। ଯାହାକୁ ନେଇ ଚଚର୍ଚ୍ଚା ଆରମ୍ଭ ହୋଇଯାଇଛି। ନିକଟରେ ପିଙ୍କଭିଲ୍ଲାକୁ ଦେଇଥିବା ଏକ ସାକ୍ଷାତକାରରେ କମେଡି କୁଇନ୍‌ ପ୍ରକାଶ କରିଛନ୍ତି ଯେ, କରଣ ଜୋହରଙ୍କ ଫିଲ୍ମ ‘ ରକି ଅର ରାନୀ କି ପ୍ରେମ କାହାଣୀ’ରେ ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିୟାଙ୍କ ସହ ଏକ କ୍ୟାମୋ ଭୂମିକାରେ ଅଭିନୟ କରୁଛନ୍ତି।

ପ୍ରଶଂସକମାନେ ଉତ୍ସାହର ସହିତ କରଣ ଜୋହରଙ୍କ ଫିଲ୍ମ ‘ ରକି ଅର ରାନୀ କି ପ୍ରେମ କାହାଣୀ’କୁ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର ରକି ଭୂମିକାରେ ନଜର ଆସିଥିବାବେଳେ ଆଲିଆ ରାନୀ ଚାଟାର୍ଜୀଙ୍କ ଭୂମିକାରେ ନଜର ଆସିବେ। କରଣ ଜୋହର ‘ ରକି ଅର ରାନୀ କି ପ୍ରେମ କାହାଣୀ’ମାଧ୍ୟମରେ ଦୀର୍ଘ ସମୟ ପରେ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ଫିଲ୍ମରେ ଆଲିଆ ଏବଂ ରଣବୀରଙ୍କ ବ୍ୟତିତ ଭେଟେରାନ ଅଭିନେତା ଧର୍ମେନ୍ଦ୍ର, ଜୟା ବଚ୍ଚନ, ଶବାନା ଆଜମୀ, ସାଶ୍ୱତା ଚାଟାର୍ଜୀ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ‘ରକି ଅର ରାନୀ କି ପ୍ରେମ କାହାଣୀ’ ୨୦୨୩ ଜୁଲାଇ ୨୮ରେ ପ୍ରେକ୍ଷାଳୟକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଘର ଭାଙ୍ଗୁଥିବା ମହିଳାଙ୍କୁ ପ୍ରଶ୍ରୟ ଦିଅନ୍ତୁ ନାହିଁ’: ପ୍ରେମିକାଙ୍କୁ ଧରି ବୁଲୁଥିବା ମାମୁ ଶ୍ୱଶୁର ଗୋବିନ୍ଦାଙ୍କ ବିରୋଧରେ ଏମିତି କହିଲେ…

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତା ଗୋବିନ୍ଦା, ତାଙ୍କ ପତ୍ନୀ ସୁନୀତା ଆହୁଜା ଏବଂ ଅଭିନେତ୍ରୀ କୋମଲ ରାନୀଙ୍କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏବେ ଗୋବିନ୍ଦାଙ୍କ ଭାଣେଜୀ-ବୋହୂ…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?