ଭୁବନେଶ୍ୱର,୪।୭: ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ଗୁରୁବାର ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ସୂଚନା ଦେଇଛି। ସୂଚନାଯୋଗ୍ୟ, ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣୁଛନ୍ତି।
ଭୁବନେଶ୍ୱର,୪।୭: ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ଗୁରୁବାର ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ସୂଚନା ଦେଇଛି। ସୂଚନାଯୋଗ୍ୟ, ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣୁଛନ୍ତି।
ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…
ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…
ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…
ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…
ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…
ବଲିଉଡର ବରିଷ୍ଠ ସ୍କ୍ରିନ୍ରାଇଟର୍ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…
ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…
ଇସଲାମାବାଦ୍,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…