କମ୍ପ୍ୟୁଟର ସେଣ୍ଟରରେ ଲାଗିଲା ନିଆଁ : ୮୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ

ରାୟଗଡା ଅଫିସ,୨୮।୩: ରାୟଗଡ଼ା ଜିଲା ଏଚ୍‌ପି ଗ୍ୟାସ ଅଫିସ ପୁରୁଣା ହାତୀ ପଥର ରୋଡ଼ ଲାଇନରେ ଥିବା ଏକ କମ୍ପ୍ୟୁଟର ସେଣ୍ଟରରେ ଶନିବାର ବିଳମ୍ବିିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଶର୍ଟସର୍କିଟ ଘଟି ନିଆଁ ଲାଗି କମ୍ପ୍ୟୁଟର ଜେରକ୍ସ ମେଶିନ ନଷ୍ଟ ହୋଇଯାଇଛି। ନିଆଁ ଲାଗିଥିବା ଦେଖି ସ୍ଥାନୀୟ ଲୋକେ ରାୟଗଡ଼ା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ପରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଏଥିରେ ୮୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ୮୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ: ୫ ଶିଶୁ ଆକ୍ରାନ୍ତ

ବରଗଡ଼ ଅଫିସ, ୧୭।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଶନିବାର ଜିଲାରେ ପୁଣି ୮୦ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।...

ବାଲେଶ୍ୱରରେ ପୋଲିସ ମହାନିର୍ଦ୍ଦେଶକ: ‘ଆପରାଧିକ କାର୍ଯ୍ୟକଳାପ ଉପରେ କଡ଼ା ନଜର ରଖ’

ବାଲେଶ୍ୱର ଅଫିସ, ୫।୨-ଓଡ଼ିଶା ପୋଲିସ ବିଭାଗର ମହାନିର୍ଦ୍ଦେଶକ (ଡିଜିପି) ଅଭୟ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ବାଲେଶ୍ୱରରେ ପହଞ୍ଚତ୍ ପୂର୍ବାଞ୍ଚଳ ଆଇଜିଙ୍କ ଅଫିସ୍‌୍‌ରେ ୫-ଟି ଓ ମୋ...

ହେଭିୱେଟ୍‌ଙ୍କ ଗଡ଼ ଭାଙ୍ଗିଦେଲା ବିଜେଡି

ବଲାଙ୍ଗୀର ଅଫିସ,୨୮ା୨: ବଲାଙ୍ଗୀର ଜିଲାର ଦୁଇ ହେଭିୱେଟ୍‌ କଂଗ୍ରେସ ଦଳର ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଓ ଭାଜପାର କନକ ବର୍ଦ୍ଧନ ସିଂଦେଓଙ୍କ ଗଡ଼ରେ ଚଳିତ...

କତଡ଼ା ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌: ୧ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ

ଛେଣ୍ଡିପଦା,୧୬।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଦେଇ ଯାଇଥିବା ୫୫ନଂ ଜାତୀୟ ରାଜପଥର କତଡ଼ା ନିକଟରେ ଭାରସାମ୍ୟ ହରାଇ ଶୁକ୍ରବାର ଏକ ଯାତ୍ରୀବାହୀ...

ନଁ।କୁ ସୀମା ସିଲ୍‌: ପଶ୍ଚିମବଙ୍ଗରୁ ଫେରିଆସୁଛନ୍ତି ଓଡ଼ିଆ

ବାଲେଶ୍ୱର ଅଫିସ/ ବାରିପଦା ଅଫିସ, ୨୧।୪-ରାଜ୍ୟ ପ୍ରବେଶପଥଗୁଡ଼ିକ ସିଲ୍‌ ଥିବା ବେଳେ ପଶ୍ଚିମବଙ୍ଗରେ ଥିବା ଓଡ଼ିଶାର ଲୋକମାନେ ବିଭିନ୍ନ ୪ଚକିଆ ଯାନରେ ନିଜ ରାଜ୍ୟକୁ ଫେରିଆସୁଛନ୍ତି।...

ହିଂସ୍ର ହେଉଛି ‘ରାକେଶ’

ଢେଙ୍କାନାଳ ଅଫିସ, ୨୮ା୬:  ଜଙ୍ଗଲରେ ମୁକ୍ତ ହୋଇ ବୁଲୁଥିଲା ସେ। ହିଂସ୍ର ଆଚରଣ ତାକୁ ବନ୍ଦୀ କରିଦେଲା ଚିଡ଼ିଆଖାନାରେ। ପ୍ରଥମେ ଶିକୁଳିରେ ବନ୍ଧା ହୋଇ ରହିଲା। ଆଉ...

ଧରାକୋଟ ବ୍ଲକରେ ଅଜଣା ଜନ୍ତୁ ଆତଙ୍କ, ୩୫ ଛେଳି ମୃତ

ଧରାକୋଟ,୧୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ତଉଗାଁ ପଞ୍ଚାୟତ ଅନ୍ତର୍ଗତ ବାହାଡ଼ାଗୁଡ଼ା ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଅଜଣା ଜନ୍ତୁ ଆକ୍ରମଣରେ ଗ୍ରାମର...

ଅନୈତିକ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା: ମା’, ପୁଅ ଗିରଫ

ଧରାକୋଟ,୪ା୧୦(ଡି.ଏନ.ଏ.)- ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଞ୍ଚଳରେ ଅନୈତିକ ସମ୍ପର୍କକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଗମ୍ଭାରୀଗୁଡ଼ା ଗ୍ରାମର...

Advertisement
Archives

Model This Week