ଏହା କୌଣସି ମେଳାର ଚିତ୍ର ନୁହେଁ, ଆଫଗାନିସ୍ତାନ ଏୟାରପୋର୍ଟର ଅବସ୍ଥା

କାବୁଲ୍‌,୧୬ା୮: ଆଫଗାନିସ୍ତାନକୁ ତାଲିବାନ ସମ୍ପୂର୍ଣ୍ଣ କବ୍‌ଜା କରିବା ପରେ ଲୋକେ ନିଜ ନିଜର ଜୀବନ ବଞ୍ଚାଇବା ପାଇଁ ସଂଘର୍ଷ କରୁଛନ୍ତି। ସୋମବାର ସକାଳେ କାବୁଲ ଏୟାରପୋର୍ଟର ଏକ ଫଟୋ ସାମ୍ନାକୁ ଆସିଛି। ଯାହା ଦେଖିଲେ ଆଖିକୁ ବିଶ୍ୱାସ କରି ହେବନାହିଁ। ଏଠାରେ ହଜାର ହଜାର ସଂଖ୍ୟାରେ ଲୋକ ବିମାନରେ ବସିବା ପାଇଁ ବିକଳ ହେଉଛନ୍ତି। ଏୟାରପୋର୍ଟର ଏପରି ଅବସ୍ଥା ଦେଖି ଯେ କେହି କହିବ ଏହା ବୋଧେ କେଉଁ ମେଳା ମହୋତ୍ସବର ଫଟୋ।


ଏହି ଫଟୋଟିକୁ ଆଫଗାନିସ୍ତାନର ଜଣେ ସାମ୍ବାଦିକ ତାଙ୍କ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଏଥିରେ ଦେଖିବାକୁ ମିଳିଛି ହଜାର ହଜାର ସଂଖ୍ୟାରେ ଲୋକ ନିଜ ନିଜ ଲଗେଜ୍‌ ଧରି ଏଣେତେଣେ ବୁଲୁଛନ୍ତି। କେହି କେହି ବିମାନରେ ଯିବାକୁ ସିଟ୍‌ ଅପେକ୍ଷାରେ ରହିଛନ୍ତି। ଏପରି ଜନଗହଳି ଏୟାରପୋର୍ଟର ରନ୍‌ଓ୍ବେ ପର୍ଯ୍ୟନ୍ତ ଦେଖିବାକୁ ମିଳିଛି। ପ୍ରବଳ ଭିଡ଼ ମଧ୍ୟରେ ଲୋକେ ଯିବା ପାଇଁ ପରସ୍ପର ମଧ୍ୟରେ ଠେଲାପେଲା ହେଉଛନ୍ତି। ଭିଡ଼କୁ ଦେଖି ଏଠାରେ ଦଳାଚକଟାରେ ଲୋକଙ୍କ ପ୍ରାଣ ଚାଲିଯିବାର ମଧ୍ୟ ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri