ମୁଶରଫ ଚାହିଁଲେ ଦେଶକୁ ଫେରିପାରିବେ

ଇସ୍‌ଲାମାବାଦ,୧୫।୬: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ଖରାପ୍‌ ରହିଛି। ଏହି ସମୟରେ ସେ ସୁସ୍ଥ ହେବା ବହୁତ କଷ୍ଟକର ବୋଲି କୁହାଯାଉଛି। ଗତ ୩ସପ୍ତାହ ଧରି ୭୮ବର୍ଷୀୟ ମୁଶରଫଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଇତିମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ମୁସଲିମ୍‌ ଲିଗ୍‌(ପିଏମ୍‌ଏଲ୍‌-ଏନ୍‌) ସୁପ୍ରିମୋ ନଓ୍ବାଜ ଶରିଫ ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କୁ ପାକିସ୍ତାନ ଫେରାଇ ଆଣିବା ପାଇଁ ଶାହବାଜ ସରକାରଙ୍କୁ ଭେଟିଛନ୍ତି। ନଓ୍ବାଜ ଟୁଇଟ କରି କହିଛନ୍ତି ଯେ, ମୁଶରଫଙ୍କ ସହ ତାଙ୍କର କୌଣସି ବ୍ୟକ୍ତିଗତ ଶତ୍ରୁତା କିମ୍ବା ଝଗଡ଼ା ନାହିଁ। ମୋର ପରିବାରବର୍ଗ ଯେଉଁ କଷ୍ଟ ପାଇଛନ୍ତି ସେହି କଷ୍ଟ ଆଉ କେହି ଭୋଗ ନ କରନ୍ତୁ ବୋଲି ସେ ଚାହୁଁ ନାହାନ୍ତି। ତେଣୁ ମୁଶରଫଙ୍କ ସୁସ୍ବାସ୍ଥ୍ୟ ପାଇଁ ସେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ଏଥିସହ ଯଦି ସେ ପାକିସ୍ତାନକୁ ଫେରିବାକୁ ଚାହୁଁଛନ୍ତି ତେବେ ସରକାର ସମସ୍ତ ସୁବିଧା ଯୋଗାଇଦିଅନ୍ତୁ ବୋଲି ନଓ୍ବାଜ ଶରିଫ କହିଛନ୍ତି। ଏନେଇ ସେ ମୁଶରଫଙ୍କ ପରିବାରଙ୍କୁ ମଧ୍ୟ ଭେଟିଥିଲେ। ପରିବାର ପକ୍ଷରୁ ପ୍ରତିକ୍ରିୟା ଆସିଲେ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ନଓ୍ବାଜ ଶରିଫ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri