କୃଷି ଓ କୃଷକର ପରିସ୍ଥିତିରେ ସୁଧାର ଆସିବା ପାଇଁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଅମରପାଲି,୯ା୮(ପୀତାମ୍ବର ସାହୁ): କୃଷକ ବିକାଶ ପରିଷଦର ଆହ୍ବାନକ୍ରମେ ସଂଯୁକ୍ତ କିଶାନ ମୋର୍ଚ୍ଚା ଓ ପଶ୍ଚିମ ଓଡ଼ିଶା କୃଷକ ସଂଗଠନବ ସମନ୍ବୟ ସମିତି ପକ୍ଷରୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଜିଲାପାଳଙ୍କ ମାଧ୍ୟମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଙ୍କୁ ଚାଷୀମାନଙ୍କ ବିଭିନ୍ନ ଦାବି ନେଇ ଏକ ଦାବୀପତ୍ର ପ୍ରଦାନ କରିବା ସହିତ ପ୍ରତିବାଦ କରିଛନ୍ତି। ଦାିବପତ୍ରରେ ଚାଷୀମାନଙ୍କର ପାଞ୍ଚୋଟି ଦାବି ଉଲ୍ଲେଖ କରାଯାଇଛି। ସଂପ୍ରତି ପରିସ୍ଥିତିରେ ଦେଶର କୃଷି ଓ କୃଷକଙ୍କ ପରିସ୍ଥିତି ଦୁର୍ଦ୍ଦିନରେ ଅଛି। ରାଜ୍ୟର ଚାଷ ଜମି,ଖଣି ଖାଦାନ ଆଦି କମ୍ପାନୀ ହାତରେ ଟେକି ଦିଆଯାଇଛି। ଟାଟା ପାଓ୍ବାର ହାତରେ ବିଦ୍ୟୁତ୍‌ ଶକ୍ତିକୁ ଟେକି ଦେଇ ଚାଷ,ଚାଷୀ ଓ ଉପଭୋକ୍ତାଙ୍କୁ ଶୋଷଣ କରାଯାଉଛି। ଅଗଷ୍ଟ ୯ ତାରିଖ କ୍ରାନ୍ତିଦିବସ ଅବସରରେ ଚାଷୀ, ଆଦିବାସୀ, ଶ୍ରମିକ ଓ ଜନସାଧାରଣ ମିଳିତ ଭାବେ ଜଡିତ ହୋଇ ବିଭିନ୍ନ ଦାବି ନେଇ ପଶ୍ଚିମ ଓଡ଼ିଶା କୃଷକ ସଙ୍ଗଠନ ସମନ୍ବୟ ସମିତି ପକ୍ଷରୁ ବୀରମହାରାଜପୁର ଉପଜିଲାପାଳ ଅଶୋକ କୁମାର ଭୋଇଙ୍କ ମାଧ୍ୟରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri