ପୁଣି ଘୁଞ୍ଚିଲା ବର୍ଷା-ଅନୁଭବଙ୍କ ବିବାଦ ମାମଲାର ଶୁଣାଣି

କଟକ ଅଫିସ,୨୮ା୭: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦର ସମାଧାନ ହୋଇପାରୁନି। ତାରିଖ ପରେ ତାରିଖ ଗଡ଼ି ଚାଲିଛି। ମାତ୍ର କୌଣସି ନିଷ୍କର୍ସ ବାହାରିପାରୁନି।

ଗୋଟିଏ ପଟେ ଅନୁଭବ ବର୍ଷାଙ୍କ ଠାରୁ ବିବାହ ବିଚ୍ଛେଦ ଚାହୁଁଥିବା ବେଳେ ବର୍ଷା ଛାଡ଼ପତ୍ର ଦେବାକୁ ରାଜି ନୁହନ୍ତି। ବୁଧବାର ଏହି ମାମଲାର ହାଇକୋର୍ଟରେ ଶୁଣାଣି ହେବାର ଥିଲା। କିନ୍ତୁ ବର୍ଷାଙ୍କ ପକ୍ଷରୁ କେହି ହାଜିର ହୋଇ ନ ଥିବାରୁ ପୁଣି ମାମଲାର ଶୁଣାଣି ଘୁଞ୍ଚିଛି। ହାଇକୋର୍ଟରେ ଆସନ୍ତା ସପ୍ତାହରେ ଏହି ମାମଲାର ଶୁଣାଣି ହେବ।

ସୂଚନାଯେଗା୍ୟ, ବର୍ଷା ସ୍ବାମୀ ଅନୁଭବ ଏବଂ ଶାଶୁଘର ଲୋକଙ୍କ ନାମରେ ଘରୋଇ ହିଂସାର ଅଭିଯୋଗ ଆଣିଥିଲେ। ଅନୁଭବ ମଧ୍ୟ ବର୍ଷାଙ୍କ ନାମରେ ପାଲଟା ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣିଜ ପରିବହନ ଉପରେ ଗୁରୁତ୍ୱ ଦିଅ: ଜିଲାପାଳ

ଯୋଡ଼ା,୧ା୫ (ଡି.ଏନ୍‌.ଏ.)-ଖଣିଜ ପରିବହନକୁ ସୁଚାରୁରୂପେ କରିବା ନେଇ କେନ୍ଦୁଝର ଜିଲା ଯୋଡା ପୌରପାଳିକା ସଭାଗୃହଠାରେ ଗୁରୁବାର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ ଆଶିଷ...

୩୨୮ବର୍ଷ ପରେ ପୁନରାବୃତ୍ତି: ୧୫୫ବର୍ଷ ବନ୍ଦ ରହିଛି ରଥଯାତ୍ରା

ପୁରୀ ଅଫିସ,୧୯।୬: କରୋନା ପାଇଁ ଚଳିତବର୍ଷ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଘୋଷଯାତ୍ରା ହେବ ନାହିଁ। ମହାମାରୀର ପ୍ରକୋପକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏଭଳି ନିଷ୍ପତ୍ତି ନେଇଛନ୍ତି।...

ସିଲ୍‌ ହେଲା ପଟିଆସ୍ଥିତ ବିଗ୍‌ ବଜାର ବିଲ୍ଡିଂ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପ୍ଲାନର ଉଲ୍ଲଂଘନ କରିବାକୁ ନେଇ ଗୁରୁବାର ପଟିଆସ୍ଥିତ ବିଗ୍‌ ବଜାର ବିଲ୍ଡିଂକୁ ସିଲ୍‌ କରାଯାଇଛି। ବିଏମ୍‌ସି କମିଶନର ଓ ବରିଷ୍ଠ...

ଜବରଦଖଲରେ ବଳଦେବଜୀଉଙ୍କ ସମ୍ପତ୍ତି

କେନ୍ଦୁଝର, ୮।୧୧(ଡି.ଏନ.ଏ.) କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ବଳଦେବଜୀଉଙ୍କ କୋଟି କୋଟି ଟଙ୍କା ମୂଲ୍ୟର ମୂଲ୍ୟବାନ ଜମି ଜବରଦଖଲ ଥିଲେ ବି ଦେବୋତ୍ତର ବିଭାଗ ନିଜ...

ଫଟୋଗ୍ରାଫି ପେସା, ସାପ ଧରିବା ନିଶା

କେନ୍ଦୁଝର, ୨୮ା୬(ଡି.ଏନ୍‌.ଏ.)-ସବୁ ମନୁଷ୍ୟ ମଧ୍ୟରେ କିଛି ନା କିଛି ସ୍ବତନ୍ତ୍ର କଳା ରହିଥାଏ। ଏହାକୁ କିଏ କାମରେ ଲଗାଇପାରେ ତ ଆଉ କିଏ ନିଜକୁ ବୁଝିପାରେନା।...

ଭରୁନି ତିତ୍‌ଲି କ୍ଷତ :ଏବେ ବି ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

ପାରଳାଖେମୁଣ୍ଡି,୭।୧(ସ୍ବ.ପ୍ର.) – ତିତ୍‌ଲି ବାତ୍ୟା ଯିବାର ବର୍ଷେ ପୁରିଲାଣି। ହେଲେ ଏବେ ବି ଅନେକ କ୍ଷତିଗ୍ରସ୍ତ ପରିବାର ଅସହାୟ ଅବସ୍ଥାରେ ଦିନ କାଟୁଛନ୍ତି। ଭୟଙ୍କର ବାତ୍ୟା...

ଲକ୍‌ଡାଉନ୍‌ ପରେ ବିନା ରେଜିଷ୍ଟ୍ରେଶନରେ ଓଡ଼ିଶା ମନା: ଫେରିବା ପାଇଁ ୨୪ରୁ କରିପାରିବେ ରେଜିଷ୍ଟ୍ରେଶନ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ଲକ୍‌ଡାଉନ୍‌ ଖୋଲିବା ପରେ ବାହାର ରାଜ୍ୟରେ ଫସି ରହିଥିବା ଓଡ଼ିଆ ରାଜ୍ୟକୁ ଫେରିବେ। ଆକଳନ ଅନୁଯାୟୀ ଓଡ଼ିଶାକୁ ବାହାରୁ ପ୍ରାୟ ୫ଲକ୍ଷ ଓଡ଼ିଆ...

ପୂଜା ଯାହା ଚାହୁଁଥିଲେ..

ପୂଜା ହେଗେଡ୍‌ ଯାହା ଚାହୁଁଥିଲେ ତାହା ପୂରଣ ହୋଇଛି। ‘ହାଉସଫୁଲ-୪’ ପରେ ସାଦିଦ ନାଦିଓ୍ବାଦଓ୍ବାଲାଙ୍କ ପରବର୍ତ୍ତୀ ଫିଲ୍ମରେ ସେ ଅଭିନୟ କରିବାକୁ ଯାଉଛନ୍ତି। କଥା କ’ଣ...

Advertisement
Archives

Model This Week