କେସିଙ୍ଗା ୧ ନଂ ଜୋନ୍‌ରେ କଂଗ୍ରେସର ପ୍ରଚାର ଜୋରଦାର

କେସିଙ୍ଗା,୮।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୧ନଂ ଜୋନ୍‌ରେ କଂଗ୍ରେସ ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ଏହି ଜୋନ୍‌ରେ ବେଲଖଣ୍ଡି, ହାତୀଖୋଜ, ସିରଜାପାଲି,ତୁଣ୍ଡଳା, ନୂନ ମାଠ, ତୁର୍ଲା ଖମାନ, କାସୁରୁପଦା, କାଣ୍ଟେସିର୍‌, ପରଲସିଙ୍ଗା ଆଦିି ୯ ପଞ୍ଚାୟତ ରହିଛି। ଜୋନ୍‌ରେ ଜିଲା ପରିଷଦ ସଭ୍ୟା ଭାବେ ରାଜ କୁମାରୀ ସରାଫଙ୍କୁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ କରାଯାଇଛି। ପ୍ରତ୍ୟେକ ଘର ଘର ବୁଲି ଭୋଟରଙ୍କୁ ଭୋଟ ମାଗୁଥିବା ଦେଖାଯାଇଛି। ତାଙ୍କ ସହ କଂଗ୍ରେସର ପୂର୍ବତନ ଜିଲାପରିଷଦ ସଭ୍ୟା ମାହିନ୍ଦ୍ରୀ ସାହୁ,ଦୟାଳୁ ନାଗ,ଟିକେମନ ଦୀପ ସମେତ ଅନ୍ୟାନ୍ୟ କଂଗ୍ରେସ କର୍ମୀମାନେ ଜୋରସୋରରେ ଭୋଟ ପ୍ରଚାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୁକ୍ତଙ୍କ ନିକଟରେ ପୋଲିସ କର୍ମଚାରୀ ବନ୍ଧୁକ ଛାଡ଼ିିବା ଘଟଣା: କାର୍ଯ୍ୟାନୁଷ୍ଠାନ ଦାବି କଲା ମୟୂରଭଞ୍ଜ ମୁକ୍ତି ମୋର୍ଚ୍ଚା

ବାରିପଦା ଅଫିସ,୧୬।୯- ବାରିପଦା ବସ୍‌ଷ୍ଟାଣ୍ଡରୁ ଟାଉନ ଥାନା ପୋଲିସ ଶନିବାର ଗଞ୍ଜେଇ ଜବତ କରିଥିବା ବେଳେ ଏହି କାରବାରରେ ସମ୍ପୃକ୍ତ ୨ ଅଣ ଓଡ଼ିଆ ଯୁବକଙ୍କୁ...

ନିର୍ଦ୍ୱନ୍ଦ୍ୱ ସମିତିସଭ୍ୟା ଅପହରଣ ପ୍ରସଙ୍ଗ: ସୁରକ୍ଷିତ ଥିବା ଭିଡିଓ ଭାଇରାଲ

ଗଞ୍ଜାମ,୧୨ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତର ନିର୍ଦ୍ୱନ୍ଦ୍ୱ ସମିତି ସଭ୍ୟା ମାମି ଦାସ ଗତ ତିନିଦିନ ହେବ ନିଖୋଜ ଅଛନ୍ତି। ତାଙ୍କୁ କେହି ଅପହରଣ କରିଥିବା...

ଆଇଆଇଟି ହାଇଦ୍ରାବାଦ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

କେନ୍ଦ୍ରାପଡ଼ା ଅଫିସ, ୨୭ା୮: ଖରସ୍ରୋତା ନଦୀରୁ ପାଣି ଉଠାଇବା ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ଆଇଆଇଟି ହାଇଦ୍ରାବାଦର ସର୍ଭେ ରିପୋର୍ଟକୁ ଆୟୁଧ କରାଯାଇଛି। ପ୍ରଶାସନିକ...

ଦୁର୍ଗାପ୍ରସାଦବାସୀଙ୍କ ଭୋଟ ବର୍ଜନ ଚେତାବନୀ

ଢେଙ୍କାନାଳ ଅଫିସ,୨୯।୧ ଢେଙ୍କାନାଳ ସଦର ବ୍ଲକ ବେଲଟିକିରି ପଞ୍ଚାୟତର ଦୁର୍ଗାପ୍ରସାଦ ଗ୍ରାମକୁ ନୂତନ ରାଜସ୍ବ ମୌଜା ଘୋଷଣା କରାଯାଉନାହିଁ। ଫଳରେ ଚଳିତ ନିର୍ବାଚନରେ ଭୋଟ ବର୍ଜନ...

ବାଲିଗୁଡ଼ା ବସଷ୍ଟାଣ୍ଡରୁ ୧୯ ଯୁବତୀଯୁବକ ଉଦ୍ଧାର: ଜଣେ ଦଲାଲ ଗିରଫ

ବାଲିଗୁଡ଼ା,୨୨।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ବସଷ୍ଟାଣ୍ଡରୁ ୧୯ ଯୁବତୀଯୁବକଙ୍କୁ ଚାଲାଣ ବେଳେ ବାଲିଗୁଡ଼ା ପୋଲିସ ସେମାନଙ୍କୁ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ଜଣେ ଦଲାଲଙ୍କୁ ଗିରଫ...

୧୭ଦିନ ହେଲା ରୋଗୀଙ୍କୁ ମିଳୁନି ଖାଦ୍ୟ

କଣାସ,୭।୪(ସ୍ବ.ପ୍ର.): ରାଜ୍ୟ ସରକାର ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କୁ ମାଗଣାରେ କ୍ଷୀର, ପାଉରୁଟି, ବିସ୍କୁଟ୍‌, ଅଣ୍ଡା ଯୋଗାଣ ବ୍ୟବସ୍ଥା କରିଥିବା ବେଳେ ପୁରୀ ଜିଲା...

ନୂଆପଡ଼ା ଜିଲାରେ ପୁଣି ବାଘ ଆତଙ୍କ ,ଭୟରେ ତାଟିକବାଟ ବନ୍ଦ

ନୂଆପଡ଼ା ଅଫିସ,୧୬।୩:ନୂଆପଡ଼ା ଜିଲା ସୁନାବେଡ଼ା ଅଭୟାରଣ୍ୟ ପାଦଦେଶରେ ଥିବା ପ୍ରାୟ ୧୦ଟି ଗାଁରେ କଲରାପତରିଆ ବାଘ ଆତଙ୍କରେ ସ୍ଥାନୀୟ ଲୋକ ଭୟଭୀତ ଅବସ୍ଥାରେ ରହିଛନ୍ତି। ୧୦...

‘ବିଧାନସଭାରେ ଉଠିବ ହାଜତ ମୃତ୍ୟୁ ପ୍ରସଙ୍ଗ’

ପୁରୀ ଅଫିସ,୨୦।୧୧: ପୋଲିସ ହେପାଜରେ ଯୁବକଙ୍କ ମୃତ୍ୟୁକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛି ଭାଜପା। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ନେତୃତ୍ୱରେ ଗୁରୁବାର...

Advertisement
Archives

Model This Week